୪ର୍ଥ ପର୍ଯ୍ୟାୟ ନିର୍ବାଚନ: ରାଜ୍ୟରେ ଅପରାହ୍ନ ୧ଟା ସୁଦ୍ଧା ୩୫% ମତଦାନ

0 705

ସୋମବାର ସକାଳେ ଆରମ୍ଭ ହୋଇଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ୩୫% ମତଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

hiring

ପୂର୍ବରୁ ସକାଳ ୯ଟା ସୁଦ୍ଧା ୯% ଓ ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭% ମତଦାନ ହୋଇଥିବାର ସୂଚନା ମିଳିଥିଲା। ବିଭିନ୍ନ ବୁଥ୍‌ରେ ଇଭିଏମ୍‌ କାମ କରୁ ନ ଥିବାରୁ ମତଦାନରେ ବିଳମ୍ବ ହେଉଥିବାର ଅଭିଯୋଗ ହେଉଛି।

hiranchal ad1
Leave A Reply

Your email address will not be published.

2 × three =