Monthly Archives

March 2020

କରୋନା ମୁକାବିଲା ପାଇଁ ପୁଣି ଏକ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ କ’ଣ

ଭୁବନେଶ୍ୱର : ସାରାରାଜ୍ୟରେ କରୋନା ଭାଇରସ ନେଇ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଲକ୍‌ ଡାଉନ ପାଇଁ ପ୍ରଭାବିତ ହେଉଥିବା ଗରିବମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା  କରିଛନ୍ତି । ରାଜ୍ୟର ପ୍ରତି ପଞ୍ଚାୟତରେ ଗରିବ ଲୋକଙ୍କୁ ରନ୍ଧା ଖାଦ୍ୟ ଦିଆଯିବ ବୋଲି ଘୋଷଣା କରିଛନ୍ତି
Read More...

ଲକ୍ ଡାଉନ୍‌ ସତ୍ତ୍ୱେ ଥମୁନି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୧୪୯ କରୋନା ପଜେଟିଭ

ନୂଆଦିଲ୍ଲୀ : କରୋନା ଭୂତାଣୁ ଲାଗି ସାରା ଦେଶ ଏବେ ଲକ୍ ଡାଉନ୍‌ରେ। ତଥାପି ଥମୁନି ସଂକ୍ରମଣ। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ୧୪୯ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧୮ରେ ପହଞ୍ଚିଛି। ସେହିଭଳି ଦେଶରେ ଶନିବାର ୨ଟି କରୋନା ମୃତ୍ୟୁ ହୋଇଥିବା ବେଳେ
Read More...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ ଲୋକ କିନ୍ତୁ ଏପର୍ଯ୍ୟନ୍ତ ଏହାକୁ ବୁଝି ପାରୁ ନ ଥିବା
Read More...

୧୧୨ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ତୃତୀୟ କରୋନା ଆକ୍ରାନ୍ତ : ବାଗଚୀ

ଭୁବନେଶ୍ୱର: ଭୁବନେଶ୍ୱର ତୃତୀୟ ‘କରୋନା’ ଆକ୍ରାନ୍ତ ୧୧୨ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେମାନଙ୍କ ଭିତରୁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ପତ୍ତା ମିଳିନି। ତେବେ ଚିହ୍ନଟ ହୋଇଥିବା ସନ୍ଦିଗ୍ଧଙ୍କ ଭିତରୁ ୧୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଇଛି। ଜଣଙ୍କର ନେଗେଟିଭ୍‌ ଆସିଥିବା ବେଳେ
Read More...