ପୁରୀ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ଦ୍ୱିତୀୟ ପର୍ଯ୍ୟାୟ ରଥକାଠ
ବୌଦ୍ଧ : ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଶ୍ରୀ ଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧ ବନଖଣ୍ଡରୁ ଆଜି ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପୁରୀ ଅଭିମୁଖେ ଯାଉଛି । ପୂର୍ବରୁ ବୌଦ୍ଧ ବନଖଣ୍ଡ ଅନ୍ତର୍ଗତ ହରଭଙ୍ଗା ବ୍ଲକ ମାଧପୁର ଅଂଚଳରୁ ଦୁଇଟି ଟ୍ରକରେ ଅସନ କାଠ ବୋଝେଇ ହୋଇ ଯାଇଥିଲା । ଆଜି!-->…
Read More...
Read More...