Monthly Archives

May 2020

ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ତିରୋଧାନ ଦିବସରେ ଗରିବଙ୍କୁ ରାସନ ବଣ୍ଟନ

ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳାଖେମୁଣ୍ଡି ମହାରାଜା ସ୍ବର୍ଗତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତିରୋଧାନ ଦିବସରେ ଗଜପତି ଜିଲ୍ଲା ବିଜେଡି ଦଳର ପୂର୍ବତନ ଜିଲ୍ଲା ସଭାପତି ବସନ୍ତ ଦାସ ଗରିବ ମାନଙ୍କୁ ରାସନ ସାମଗ୍ରୀ ବଣ୍ଟନ କରିଛନ୍ତି।ସନ୍ଧ୍ୟାରେ ସ୍ଥାନୀୟ କବି ଚନ୍ଦ୍ର
Read More...

୧୨କେଜି ୩୦୦ଗ୍ରାମ୍ ଗଞ୍ଜେଇ ସହ ମୋଟରସାଇକେଲ ଜବତ,ଚାଲାକାରୀ ଗିରଫ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଗାଡ଼ି ଯାଞ୍ଚ୍ ବେଳେ ଗଞ୍ଜେଇ ସହ ମୋଟରସାଇକେଲ ଜବତ । ଘଟଣାରେ ଜଣେ ଚାଲାଣକରୀକୁ ଗିରଫ କରିବାସହ ଚାଲାଣକାରୀ ନିକଟରୁ ୧୨କେଜି ୩୦୦ ଗଞେଇସହ ନଗଦ ୧୦ହଜାର ପାଞ୍ଚଶହ ଟଙ୍କା ଜବତ କରିଛି ପୋଲିସ୍ । ସୂଚନା ପ୍ରକାରେ ବାଲିଗୁଡ଼ା
Read More...

ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

କନ୍ଧମାଳ: ମାଓ ସଂଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହୋଇଥିବା ଫିରିଙ୍ଗିଆ ଜାର୍ଗୀସରୁ ଗ୍ରାମର ମହିଳା ମାଓବାଦୀ ସିଜୁ କହଁର(୨୨) ଙ୍କ ଫୁଲବାଣୀ ରିଜର୍ଭ କାର୍ଯ୍ୟାଳୟ ନିକଟରେ ଥିବା ଅସ୍ଥାୟି ବାସଗୃହରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସିଜୁ କହଁର ୨୯ ମାର୍ଚ୍ଚ ୨୦୧୯ ରେ
Read More...

ପୁଣି ରାଜ୍ୟରେ ୭୬ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବ୍ରେକ ଲାଗୁନି । ଆଜି ପୁଣି ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବାବେଳେ ୨ଜଣ ସ୍ଥାନୀୟ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟ୍
Read More...

ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ

ଭୁବନେଶ୍ୱର : ବିଶିଷ୍ଟ ଓଡିଆ ଚଳଚ୍ଚିତ୍ର ବର୍ଷିୟାନ ଅଭିନେତା ବିଜୟ ମହାନ୍ତି ଗୁରୁତର ଭାବେ ଅସୁସ୍ଥ ହୋଇଥିବା ଜଣାପଡିଛି । ସେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ହୃଦଘାତ ଯୋଗୁଁ ସେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାର ତାଙ୍କୁ
Read More...

ପୁଣି ପ୍ରବାସୀ ଓଡ଼ିଆଙ୍କ ବସ୍ ଦୁର୍ଘଟଣା ଗ୍ରସ୍ତ : ତିନି ଗୁରୁତର,୧୦ଆହତ

ବାଲିଗୁଡ଼ା: ପ୍ରବାସୀ ଓଡ଼ିଆଙ୍କ ବସ୍ ଦୁର୍ଘଟଣା ପିଛା ଛାଡୁନି । ଗତକାଲି ବିଳମ୍ବିତ ରାତିରେ କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ଼ ନିକଟ କିନାରିପଡ଼ାରେ ପ୍ରବାସୀଙ୍କୁ ନେଇ ଆସୁଥିବା ଏକ ବସ୍ ପୁଣି ଦୁର୍ଘଟଣା ଘଟିଛି । ସୂଚନା ପ୍ରକାରେ ୪୯ ଜଣ ପ୍ରବାସୀ ଗୋଆରୁ ଟ୍ରେନ୍ ରେ ଆସି
Read More...

ଭୟଙ୍କର ଗ୍ରୀଷ୍ମ ପ୍ରବାହ: ରେଡ୍ ଆଲର୍ଟ ଜାରିକଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ : ସମଗ୍ର ଉତ୍ତର ଓ କେନ୍ଦ୍ରୀୟ ଭାରତରେ ଗତ କିଛିଦିନ ଧରି ଭୟଙ୍କର ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବା ସହ ତାତି ଅଧିକ ଅସହ୍ୟ ହେଉଛି । ଯାହାଫଳରେ ବାହାରକୁ ବାହାରିବା ଅସମ୍ଭବ ହୋଇପଡୁଛି । ଏପରିକି ସକାଳ ନଅଟା, ଦଶଟା ବେଳକୁ ଖରାର ତୀବ୍ରତା
Read More...

ମୁମ୍ବାଇକୁ ନେଇ ବଢ଼ୁଛି ଚିନ୍ତା

ନୂଆଦିଲ୍ଲୀ : ବିଶ୍ୱ କରୋନା ତାଲିକାରେ ଭାରତର ସ୍ଥାନ କ୍ରମଶଃ ଊର୍ଦ୍ଧ୍ୱମୂଖୀ ହେବାରେ ଲାଗିଛି । ଏବେ ବିଶ୍ୱର ସର୍ବାଧିକ ପ୍ରଭାବିତ ଦଶଟି ଦେଶ ମଧ୍ୟରେ ରହିଛି ଭାରତ । ସେହିପରି, ମୁମ୍ବାଇରେ ସଂକ୍ରମଣ ବୃଦ୍ଧି ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି । ବିଶ୍ୱର ସର୍ବାଧିକ ଦୈନିକ ସଂକ୍ରମଣ
Read More...

ଯୁକ୍ତ ତିନିର ଦ୍ୱିତୀୟ ଓ ଚତୁର୍ଥ ଏବଂ ପିଜିର ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ହେବନାହିଁ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧିନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ପରୀକ୍ଷା ଓ ପାଠପଢାକୁ ନେଇ ବିଭାଗ ପକ୍ଷରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏ ସଂପର୍କରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇ କହିଛନ୍ତି ଯେ, କରୋନାଜନିତ
Read More...

ସୁସ୍ଥ ହେଲା ଆଉ ୮୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୭୩୩ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ୮୪ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୨୪, ଯାଜପୁରରୁ
Read More...