Monthly Archives

June 2020

ଘରୋଇ ବସ୍ କର୍ମଚାରୀଙ୍କ ପ୍ରତିବାଦ ଦିବସ

ବୌଦ୍ଧ: ଲକଡାଉନ ଯୋଗୁଁ ସବୁଠୁ ଅଧିକ କ୍ଷତିରେ ପଡିଥିବା ଘରୋଇ ବସ୍ କର୍ମଚାରୀମାନେ ଆଜି ପ୍ରତିବାଦ ଦିବସ ପାଳନ କରିଛନ୍ତି । ଲକଡାଉନ ଯୋଗୁଁ ବସ ଚଳାଚଳ ବନ୍ଦ ହେବାପରେ ଗାଡିମାଲିକ କିମ୍ବା ସରକାର ସେମାନଙ୍କୁ କୌଣସି ସହାୟତା ପ୍ରଦାନ କରିନଥିବା ସେମାନେ ଅଭିଯୋଗ କରିଛନ୍ତି । ବୌଦ୍ଧଜିଲ୍ଲାର
Read More...

ବୋଲେରୋ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

ସମ୍ବଲପୁର:- ଏକ ଅଜଣା ବୋଲେରୋ ଭ୍ୟାନ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଘଟିଛି ଓ ମୃତ ବ୍ୟକ୍ତି ଜଣକ ହେଲେ ଦିବ୍ୟଲୋଚନ ବାଗ (୪୫) ଓ ସେ ସ୍ଥାନୀୟ ଭବାନୀପାଲି ନିବାସୀ ବୋଲି ମିଳିଥିବା ଖବରରୁ ଜଣାପଡିଛି ।
Read More...

ସମ୍ବଲପୁରରେ ରକ୍ତଦାନ ଶିବିର, ୧୦୪ ୟୁନିଟ ରକ୍ତ ସଂଗୃହୀତ

ସମ୍ବଲପୁର: କରୋନା ସଙ୍କଟ ଓ ଲକଡାଉନ କଟକଣା ଯୋଗୁଁ ରକ୍ତଭଣ୍ଡାର ଗୁଡିକରେ ପରିଲକ୍ଷିତ ରକ୍ତର ଅଭାବ ପୁରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ତରଫରୁ ହୀରାକୁଦର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ଜୀବନବିନ୍ଦୁ
Read More...

ସମର୍ପିତ ଓଡିଶା ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି କେନ୍ଦ୍ରାପଡା ଜିଲ୍ଲା ବରୁଣା ଡ଼ିହା ଠାରେ ୫ ଟି ପରିବାର ର ଅନେକ କ୍ଷତି ଘଟିଛି, ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଉକ୍ତ ୫ ପରିବାର ର ଧାନ, ଚାଉଳ, ଓ ନିତ୍ୟବ୍ୟବହାର୍ୟ୍ଯ ସାମଗ୍ରୀ ସମ୍ପୂର୍ଣ ପୋଡିଯିବା ସହ ଗୋରୁଗାଈ ମଧ୍ୟ ନିଆଁରେ ପୋଡ଼ି
Read More...

କିସ୍ ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ ଓ ଶୁଖିଲା ଖାଦ୍ୟ ବଣ୍ଟନ

ବୌଦ୍ଧ : ଭୁବନେଶ୍ୱରସ୍ଥିତ କିସ୍ ବିଶ୍ୱବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ କିସ୍ ପକ୍ଷରୁ ସାରାରାଜ୍ୟରେ ପାଠ୍ୟପୁସ୍ତକ ଓ ଶୁଖିଲା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଚାଲିଛି । ଏହି ପ୍ରକ୍ରିୟାରେ ଗତକାଲି ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକର କିସ୍ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କୁ ଏସବୁ
Read More...

ବେଦାନ୍ତ ପରିସରରେ କୋଭିଡ ଯୋଦ୍ଧାଙ୍କ ସମ୍ମାନରେ “ବନ୍ଦେ ଉତ୍କଳ ଜନନୀ’ ଗାନ କଲେ କର୍ମଚାରୀ

ଭୁବନେଶ୍ୱର : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକୁ ସମର୍ଥନ କରି ରାଜ୍ୟରେ କରୋନା ସଂକ୍ରମଣକୁ ଅଙ୍କୁଶ ଲଗାଇବା ଦିଗରେ ନିରନ୍ତର କାର୍ଯ୍ୟରତ ଥିବା ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ତଥା ବେସରକାରୀ ସଂସ୍ଥାଙ୍କ କର୍ମୀବୃନ୍ଦ ତଥା ସମାଜସେବୀଙ୍କ ନିଃସ୍ୱାର୍ଥପର ସେବାର ସମ୍ମାନ
Read More...

BSNL ଠିକା କର୍ମଚାରୀଙ୍କୁ 11 ମାସର ଦରମା ମିଳିବ କେବେ ?

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା BSNL କାର୍ଯ୍ୟାଳୟରେ କାର୍ଯ୍ୟରତ ଠିକାକର୍ମଚାରୀଙ୍କୁ ଦୀର୍ଘ 11 ମାସ ହେଲା ସେମାନଙ୍କର ପ୍ରାପ୍ୟ ପାଇ ପାରିନାହାନ୍ତି । 17 ମାସର EPF ଟଙ୍କା ମଧ୍ୟ ଜମା ହୋଇପାରୁନାହିଁ ଏ ବାବଦରେ କୌଣସି ଚିଠି ର ଉତ୍ତର ଏସ ଡ଼ି
Read More...

ରାସ୍ତାତଳକୁ ଖସିପଡିଲା ଇଣ୍ଡିକୋ

ବୌଦ୍ଧ: ଗତ ରାତିରେ ଜାତୀୟ ରାଜପଥ ନମ୍ବର ୫୭ର ବୌଦ୍ଧସହର ଉପକଣ୍ଠ ରଇଠାଣୀ ଗ୍ରାମ ନିକଟରେ ଏକ ଇଣ୍ଡିକୋ ଗାଡି ଭାରସାମ୍ୟ ହରାଇ ରାସ୍ତାତଳକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଇଣ୍ଡିକୋର ପଞ୍ଜିକରଣ ନମ୍ବର ହେଉଛି ଓଡି୨୭-୯୪୬୨ ଓ ଗାଡିଟି ବୌଦ୍ଧବ୍ଲକ ବାଉଁଶୁଣୀ ଥାନା ଅଞ୍ଚଳ
Read More...

୪ବର୍ଷରେ ବି ସଂପୂର୍ଣ୍ଣ ହୋଇପାରୁନି ଅଙ୍ଗନୱାଡି କେନ୍ଦ୍ର

ବୌଦ୍ଧ:ବୌଦ୍ଧବ୍ଲକ ବାଉଁଶୁଣୀ ଗ୍ରାମପଞ୍ଚାୟତର ଡିମିରିପାଲି ଗ୍ରାମରେ ଗତ ୨୦୧୬-୧୭ ଆର୍ଥିକ ବର୍ଷରୁ ଅଙ୍ଗନୱାଡି କେନ୍ଦ୍ରର ନିର୍ମାଣକାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ୪ବର୍ଷ ଭିତରେ ସଂପୂର୍ଣ୍ଣ ହୋଇନପାରିବା ଜନସାଧାରଣଙ୍କୁ ଆଶ୍ଚର୍ଯ୍ୟାନ୍ୱିତ କରୁଛି । ମିଳିଥିବା ସୂଚନା ଅନୁଯାୟୀ ବାଉଁଶୁଣୀ
Read More...

ପୁଣି ୧୫୬ ନୂଆ ପଜିଟିଭ ଚିହ୍ନଟ, ରାଜ୍ୟରେ ୨୧ଶହ ପାର ହେଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ରୁତଗତିରେ ବଢିବାରେ ଲାଗିଛି । ସୋମବାର ରେକର୍ଡ ସଂଖ୍ୟାକ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଏକ ରେକର୍ଡ ବୋଲି କୁହାଯାଉଛି । ଆଗରୁ କେବେ ଏକାସାଙ୍ଗରେ ଏତେ ସଂଖ୍ୟାକ
Read More...