କେନ୍ଦ୍ରାପଡ଼ାର ଅସହାୟ ପରିବାରକୁ ସହଯୋଗର ହାତ ବଢ଼ାଇଲା କିସ୍ ଫାଉଣ୍ଡେସନ୍
ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ଧୁମାତ ପଞ୍ଚାୟତ ବୈଷ୍ଣବ ସାହିର ସବିତା ଦାସ ସ୍ୱାମୀଙ୍କୁ ହରାଇ ବେସାହାରା ହୋଇପଡ଼ିଥିବା ବେଳେ ଦୀର୍ଘ ଦିନ ଧରି କିଡ୍ନୀ ରୋଗରେ ପୀଡ଼ିତ ରହି ବହୁ କଷ୍ଟରେ ତିନି ସନ୍ତାନଙ୍କୁ ନେଇ ଚଳୁଛନ୍ତି । ମାଆ ରୋଗ ଶଯ୍ୟାରେ ଥିବାରୁ ଘର ଚଳାଇବା ପାଇଁ ତାଙ୍କର!-->…
Read More...
Read More...