Monthly Archives

August 2020

ଆଜି ୮୧ ଜଣ ପଜିଟିଭ ଚିହ୍ନଟ ପରେ ସମ୍ବଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୯ ହେଲା

ସମ୍ବଲପୁର : ଆଜିକାର ୮୧ ଜଣ ପଜିଟିଭ ଚିହ୍ନଟ ସହିତ ସମ୍ବଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତ ଙ୍କ ମୋଟ ସଂଖ୍ୟା ୧୪୦୯ ରେ ପହଞ୍ଚିଛି । ଗତ ଚାରିଦିନ ଧରି ପଜିଟିଭ ଚିହ୍ନଟଙ୍କ ସଂଖ୍ୟା ସାମାନ୍ୟ କମିଥିବା ପରେ ଆଜି ହଠାତ ଏହା ଲମ୍ଫଦେଇ ୮୧ ହୋଇ ଯିବାରୁ ଲୋକଙ୍କ ମନରେ ଛନକା ପଶି ଯାଇଛି । ପୂର୍ବ
Read More...

ସବୁ ରେକର୍ଡ ଭାଙ୍ଗିଲା କରୋନା : ରାଜ୍ୟରେ ଦିନକରେ ୨୪୯୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ
Read More...

ହରଭଙ୍ଗା ବ୍ଲକସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ

ହରଭଙ୍ଗା : ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକଠାରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଛି । ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ପରିସରରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ୍ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଅନ୍ୟତମ ଅତିଥି ଭାବେ ହରଭଙ୍ଗା ବ୍ଲକ ଭାଇସ
Read More...

ବାଉଁଶୁଣୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ୭୪ତମ ସ୍ୱାଧୀନତା ଦିବସ ପାଳିତ

ବୌଦ୍ଧ/ବାଉଁଶୁଣୀ,୧୫/୮: ବୌଦ୍ଧବ୍ଲକ ଅନ୍ତର୍ଗତ ବାଉଁଶୁଣୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧନେଶ୍ୱର ମଣ୍ଡଳଙ୍କ ତତ୍ତ୍ୱାବଧାନରେ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିନା ଛାତ୍ରଛାତ୍ରୀରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ
Read More...

ବୌଦ୍ଧ: ଜିଲ୍ଲାସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ

ବୌଦ୍ଧ,୧୫/୮: ଆଜି ସ୍ଥାନୀୟ ପ୍ୟାରେଡ ପଡିଆଠାରେ କୋଭିଡ କଟକଣାରେ ଜିଲ୍ଲାସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜିଲ୍ଲାପାଳ ଏହି ଅବସରରେ ଆମ ଦେଶର ସ୍ୱାଧୀନତା
Read More...

ଗୋଟିଏ ପରିବାରର ତିନିଜଣଙ୍କ ପ୍ରାଣ ନେଲା କରୋନା

ସମ୍ବଲପୁର :ସମ୍ବଲପୁରରେ କରୋନାର ହଟସ୍ପଟ ସାଜିଥିବା ଷ୍ଟେସନ ପଡ଼ାରେ ଗୋଟିଏ ପରିବାରର ତିନି ଜଣଙ୍କ ପ୍ରାଣ ଗଲାଣି ଓ ଏହି ତିନୋଟି ଯାକ ପ୍ରାଣ ନେଇଛି କରୋନା, ଯାହାକି ଏଠାରେ ସର୍ବତ୍ର ଚର୍ଚ୍ଚାର ବିଷୟ ସୋଇଛି । ସେମାନଙ୍କ ମଧ୍ୟରୁ ଏଠାକାର ଜଣେ ଲୋକପ୍ରିୟ ସରକାରୀ ଚିକିତ୍ସକ ଡ଼ା କୁଳମଣି
Read More...

ସୋନପୁର ଠାରେ ୭୪ତମ ସ୍ୱାଧିନତା ଦିବସ ପାଳିତ

ସୋନପୁର : ସୋନପୁର ଜିଲ୍ଲା ପୋଲିସ ପଡିଆ ଠାରେ ଆଜି ୭୪ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ମୋନିଷା ବାନାର୍ଜୀ ଯୋଗଦେଇ ସମ୍ମିଳିତ ପ୍ୟାରେଡ଼ ରେ ଅଭିବାଦନ ଗ୍ରହଣ କରିବାସହ ଜାତୀୟ ପତାକା ଉତ୍ତୋଳନ କରି ସ୍ୱାଧିନତା ଆନ୍ଦୋଳନ ସମୟର
Read More...

ପ୍ରବଳ ବର୍ଷା ସତ୍ତ୍ୱେ ଉତ୍ସାହ ଓ ଉଦ୍ଦୀପନାର ସହିତ ସ୍ୱାଧୀନତା ଦିବସ ପାଳିତ

ସମ୍ବଲପୁର :ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ କଚେରିଛକ ପାଖ ମୁଖ୍ୟ ସଡ଼କ ଠାରେ ଆଜି ୭୪ତମ ସ୍ୱାଧୀନତା ଦିବସ ଉତ୍ସବ ପାଳିତ ହୋଇଯାଇଛି । ନିର୍ଦ୍ଧାରିତ ସମୟ ରେ ଉତ୍ତରାଂଚଳ ରାଜସ୍ୱ ଆୟୁକ୍ତ ଅଭିରାମ ସାହୁ ମୁଖ୍ୟ ଅତିଥି ରୂପେ ସାମିଲ ହୋଇ ଜାତୀୟ ପତାକା ତିରଙ୍ଗା ଉତ୍ତୋଳନ
Read More...

କଟକଣା ମଧ୍ୟରେ ପାଳନ ହେଲା ୭୪ତମ ସ୍ବାଧିନତା ଦିବସ

ବାଲିଗୁଡ଼ା: କଟକଣା ଓ ସାମାଜିକ ଦୂରତା ମଧ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ କମିଟି ପକ୍ଷରୁ ୭୪ତମ ସ୍ବାଧିନତା ଦିବସ ପାଳନ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାସହ ଅଭିବାଦନ ଗ୍ରହଣ କରିଥିଲେ । ମହାମାରୀ
Read More...

ଷ୍ଟେଟ ବ୍ୟାଙ୍କର ଦୁଇଟି ଶାଖା ଓ ୨୮ଟି ଜିଲ୍ଲାରେ ସେଲ୍ସ ହବ୍‌ ଉଦଘାଟିତ: ମିଶନ ଶକ୍ତିର ମାମାନଙ୍କୁ ବିନା ସୁଧରେ ଋଣ…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସ ଜରିଆରେ ଭୁବନେଶ୍ୱର ଓ କଟକରେ ଷ୍ଟେଟବ୍ୟାଙ୍କ ଅଫ୍‌ ଇଣ୍ଡିଆର ଦୁଇଟି ନୂତନ ଶାଖା ସହିତ ୨୮ ଜିଲ୍ଲାରେ ୨୮ଟି ଡିଷ୍ଟ୍ରିକ୍ଟ ସେଲ୍ସ ହବ୍‌ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ
Read More...