ସମ୍ବଲପୁରରେ ଆଜି ୬୩ ଜଣ ନୂଆ ପଜିଟିଭ ଚିହ୍ନଟ: ଦିନକରେ ୩ ଜଣଙ୍କ ମୃତ୍ୟୁ ଓ ୧୪୯ ସୁସ୍ଥ
ସମ୍ବଲପୁର : ପ୍ରଶାସନିକ ସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୬୩ ଜଣ ନୂଆ ପଜିଟିଭ ଚିହ୍ନଟ ହେବା ସହିତ ଓ ୧୪୯ ଜଣ ସୁସ୍ଥ ହୋଇ ଘରକୁ ଫେରି ଆସିଛନ୍ତି । ଏହାସହିତ ସମଗ୍ର ଜିଲ୍ଲାରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ୨୫୯୩ ରେ ପହଞ୍ଚିଛି, ଏମାନଙ୍କ!-->…
Read More...
Read More...