ପୁଣି ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁସଂଖ୍ୟା ୬୪କୁ ବୃଦ୍ଧି
ଭୁବନେଶ୍ୱର : ରାଜ୍ୟରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବା ବେଳେ ସେହି ଅନୁପାତରେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଆଜି ପୁଣି ୩ଜଣ ଜୀବନ ଏହି ବିଶ୍ୱ ମହାମାରୀ କରୋନା ରୋଗରେ ଯାଇଛି । ମୃତକ ତିନି ଜଣ ଗଞ୍ଜାମ ଜିଲ୍ଲାର ବୋଲି ରାଜ୍ୟ ସରକାରଙ୍କ!-->…
Read More...
Read More...