ଗଜପତିରେ ପୁଣି ୫ଟି କରୋନା ପଜିଟିଭ ଚିହ୍ନଟ, ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା
ପାରଳାଖେମୁଣ୍ଡି: ଗଜପତିରେ ପୁଣି ୫ଟି କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଅନୁପମ ସାହା ସୂଚନା ପ୍ରଦାନ କରିଛନ୍ତି । ଏମାନଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ, ଜଣେ ଆନ୍ଧ୍ର ପ୍ରଦେଶରୁ ଫେରନ୍ତା ଅଟନ୍ତି । ସେମାନେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ!-->…
Read More...
Read More...