ଟ୍ରକ୍ ପଛରେ ପିଟିଲା ଅଟୋ, ଡ୍ରାଇଭର ଗୁରୁତର
ବୌଦ୍ଧ : ଆଜି ଅପରାହ୍ନ ପ୍ରାୟ ୫.୩୦ ମିନିଟ ସମୟରେ ଜାତୀୟ ରାଜପଥ ନଂ ୫୭ର ପୁରୁଣାକଟକ ଥାନା ଦିଗସିରା ବୁଲାଣି ନିକଟରେ ଟ୍ରକକୁ ପଛରୁ ଧକ୍କା ଦେଇ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାତ୍ରୀବାହୀ ଅଟୋଟି ବୌଦ୍ଧରୁ କନ୍ଧମାଳ ଜିଲ୍ଲା ସୁଡ୍ରୁକୁମ୍ପା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।
!-->!-->!-->!-->!-->…
Read More...
Read More...