ଗଜପତିରେ ପୁଣି ୪ଟି କରୋନା ପଜିଟିଭ ଚିହ୍ନଟ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ପୁଣି ୪ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣ ଆନ୍ଧ୍ରପ୍ରଦେଶରୁ ଓ ଜଣେ ତେଲେଙ୍ଗାନାରୁ ଫେରିଛନ୍ତି । ସେମାନଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରଖାଯାଇଥିଲା । ସେମାନଙ୍କର ସେଠାରୁ ସ୍ୱାବ ସଂଗ୍ରହ କରାଯାଇଥିଲା । ପଜିଟିଭ!-->…
Read More...
Read More...