ସମ୍ଭ।ଵ୍ୟ ସାମୁଦ୍ରିକ ଝଡ଼ବାତ୍ୟା ମୁକାବିଲା ନିମନ୍ତେ ଗଜପତି ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ବୈଠକ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ରେ କେନ୍ଦ୍ରୀଭୁତ ହୋଇଥିବା ଲଘୁଚାପ ଆଗାମୀ ଦିନରେ ହେବାକୁଥିବା ସମ୍ଭାବ୍ୟ ଝଡ଼ ବାତ୍ୟା ଓ ପ୍ରବଳ ବର୍ଷା କୁ ଆଖି ଆଗରେ ରଖି ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ସଜାଗ ରହିବା ଓ ଆବଶ୍ୟକ ମୁକାବିଲା କରିବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ପୂର୍ବ!-->…
Read More...
Read More...