ରାଜ୍ୟରେ ଆଉ ୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ତିନି ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଣେ ଜଗତସିଂହପୁରରୁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି । ସେହିପରି ଜଗତସିଂହପୁରରେ!-->…
Read More...
Read More...