ବେଲଗାମ କରୋନା : ଦେଶରେ ୫୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ : ଭାରତରେ ଗତ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୬୧ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଏହି ସମୟ ମଧ୍ୟରେ ୮୯ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା!-->…
Read More...
Read More...