ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି । ଆଜି ପୁଣି ଆଉ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଯାଜପୁରରୁ ୪ ଓ ଭଦ୍ରକରୁ ୨ ଜଣ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ!-->…
Read More...
Read More...