ଦୁଶ୍ଚିନ୍ତାରେ ବାଲିଗୁଡ଼ାର ବାଉଁଶ କାରିଗର: ସାମଗ୍ରୀ ଅଛି, ହେଲେ କିଣାବିକା ନାହିଁ
ବାଲିଗୁଡ଼ା: ସାରା ବିଶ୍ବରେ କାୟା ବିସ୍ତାର କରିଚାଲିଛି କରୋନା । ମହାମାରୀ କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଜାରି କରିଛନ୍ତି ସରକାର । ଲୋକେ ଘରୁ ବାହାରକୁ ବାହାରୁନାହାଁନ୍ତି । ଗୋଷ୍ଠୀ ସଂକ୍ରମଣ ରୋକିବାକୁ ସରକାର ନେଉଛନ୍ତି ବିଭିନ୍ନ ପଦକ୍ଷେପ । ଅତ୍ୟାବଶ୍ୟକ ସାମଗ୍ରୀ!-->…
Read More...
Read More...