ପୋଲିସ୍ ଓ ଅବକାରୀ ବିଭାଗର ମିଳିତ ଅପରେସନ୍ ୧୫୫ଏକର ଜମିରେ ହୋଇଥିବା ବେଆଇନ୍ ଗଞ୍ଜେଇ ଚାଷ ନଷ୍ଟ
ବାଲିଗୁଡ଼ା,୧୦/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ୍ ଓ ଅବକାରୀ ବିଭାଗର ମିଳିତ ଅପରେସନ୍ । ଦେଢ଼ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ବାଲିଗୁଡ଼ା ଥାନା ବାଦେକେତା ନିକଟ ଜଙ୍ଗଲର ୧୫୫ଏକର ଜମିରେ ହୋଇଥିଲା ବେଆଇନ୍ ଗଞ୍ଜେଇ ଚାଷ । ୧୫୫ ଏକର ଜମିରୁ ଏକ ଲକ୍ଷ ୫୫!-->…
Read More...
Read More...