ବାଟାଗୁଡ଼ା ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ଝୁଲୁଛି ତାଲା ରହୁନାହାନ୍ତି ଏଏନ୍ଏମ୍, ରୋଗୀ ହନ୍ତସନ୍ତ
ବାଲିଗୁଡ଼ା,୧୫/୧୦: ଅଧିକାଂଶ ସମୟରେ ତାଲା ଝୁଲୁଛି ଉପ ସ୍ବାସ୍ଥ୍ୟକେନ୍ଦ୍ରରେ । ଫଳରେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ରହିବା ସହ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପଞ୍ଚାୟତବାସୀ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଟାଗୁଡ଼ାରୁ ଆସିଛି ଏଭଳି ଅଭିଯୋଗ । କନ୍ଧମାଳ!-->…
Read More...
Read More...