ପୁଣି ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ,୧୬ ମୃତ
ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍!-->…
Read More...
Read More...