Monthly Archives

June 2021

କେନାଲରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର : କେନାଲରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଚନ୍ଦ୍ରପଡ଼ା କେନାଲରୁ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ସିମୁଳିଆ ପୋଲିସ ।ଶନିବାର ବିଳମ୍ବିତ ରାତିରେ କେନାରେ ଜଣେ ଯୁବତୀଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ ।…
Read More...

ପୁଣି ୩୯ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୩୪୦୮ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ…
Read More...

ବାଲି ଚୋରା ଚାଲାଣ : ୧ଲକ୍ଷ ଟଙ୍କା ଜରିମାନା ଆଦାୟ

ସୁବର୍ଣ୍ଣପୁର: ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ୨ ଟି ହାଇୱା ଓ ୨ଟି ଟ୍ରାକ୍ଟରକୁ ବାଲି ଚୋରା ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ନବୀନକିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ହାଇୱା ପ୍ରତି ୪୦, ୦୦୦ ହଜାର ଓ ଟ୍ରାକ୍ଟର ପ୍ରତି ୧୦, ୦୦୦ ହଜାର ଲେଖାଏଁ…
Read More...

ନାଇକେନପାଲିରେ ଆଶାକର୍ମୀଙ୍କୁ ପଲ୍ସ ଅକ୍ସିମିଟର ବଣ୍ଟନ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ପଲ୍ସ ଅକ୍ସିମିଟର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ନାଇକେନପାଲି…
Read More...

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ । ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ…
Read More...

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପାରଳାଖେମୁଣ୍ଡି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଶତପ୍ରତିଶତ ସଫଳତା

ଗଜପତି,୨୬/୬- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ସମସ୍ତ ଛାତ୍ରଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ୨୦୨୦-୨୧ ବର୍ଷରେ…
Read More...

ଆଳୁ ବୋଝେଇ ପିକ୍‌ଅପ୍‌ ଭ୍ୟାନରୁ ଗୁଟଖା ଜବତ, ତଦନ୍ତ ଚଳାଇଛି ରାୟଗଡ ବାଣିଜ୍ୟକର ବିଭାଗ

ରାୟଗଡ/୨୬/୬- ଆଳୁ ବୋଝେଇ ଏକ ବୋଲେରୋ ପିକ୍‌ଅପ୍‌ ଭ୍ୟାନରେ ଗୁଟଖା ଚୋରାଚାଲାଣ ବେଳେ ଗାଡି ସହ ବିପୁଳ ପରିମାଣର ଗୁଟଖା ଜବତ କରିଛି ରାୟଗଡ ବାଣିଜ୍ୟକର ଏବଂ ଦ୍ରବ୍ୟ ଓ ସେବାକର ବିଭାଗ । ତେବେ ଗାଡିରେ ରଖିଥିବା ଗୁଟଖା ସାମଗ୍ରୀର ମୁଖ୍ୟ ବ୍ୟବସାୟୀ କାର୍ଯ୍ୟାଳୟକୁ ଆସିିନଥିବାରୁ ଏହାର ସଠିକ୍‌…
Read More...