୧୧ ଦଫା ଦାବିକୁ ନେଇ ବାମପନ୍ଥୀମାନଙ୍କ ମିଳିତ ବିକ୍ଷୋଭ ପ୍ରଦର୍ଶନ
ସମ୍ବଲପୁର : ସ୍ଥାନୀୟ ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ବାମପନ୍ଥୀ ଦଳମାନଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ମିଳିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହାପରେ ସମ୍ବଲପୁର ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଏକ ୧୧ ସୂତ୍ରୀୟ ଦାବିପତ୍ର ପଠାଯାଇଥିଲା । ଏହି!-->…
Read More...
Read More...