Monthly Archives

August 2021

ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପୁରୀ : ପୁରୀରେ ପୁଣି ଭିଜିଲାନ୍ସ ଚଜ୍ଜାଉ ହୋଇଛି । ଆଜି ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘର ଉପରେ ଭିଜିଲାନ୍ସ ଚଢାଉ କରିଛି । ପୁରୀ, ଭୁବନେଶ୍ୱର ଏବଂ ନୟାଗଡ଼ର ୫ଟି ସ୍ଥାନରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢ଼ାଉ ଜାରି ରହିଛି । ୪ ଜଣ ଡିଏସପି, ୫ ଇନ୍ସପେକ୍ଟର ଏବଂ
Read More...

ଆଜିର ଦିନରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରିଥିଲେ ବିରାଟ, ଜାଣନ୍ତୁ କେତେ ରନ୍‌ କରିଥିଲେ

ନୂଆଦିଲ୍ଲୀ : ଭାରତର ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ସେହି ସ୍ଥାନ ହାସଲ କରିଛନ୍ତି, ଯାହା ପ୍ରତ୍ୟେକ କ୍ରିକେଟର ତାଙ୍କ କ୍ୟାରିୟର ବିଷୟରେ ସ୍ୱପ୍ନରେ ଦେଖିଥାନ୍ତେ । କୋହଲି ଆଜି ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି । କୋହଲିଙ୍କ ବିରାଟ କ୍ୟାରିୟର ୨୦୦୮ ମସିହାରେ
Read More...

ସୁନନ୍ଦା ପୁଷ୍କର ମୃତ୍ୟୁ ମାମଲା: ଶଶି ଥରୁର ଦୋଷମୁକ୍ତ

ନୂଆଦିଲ୍ଲୀ : ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ବୁଧବାର ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ ସ୍ପେଶାଲ କୋର୍ଟ ସୁନନ୍ଦା ପୁଷ୍କର ମୃତ୍ୟୁ ମାମଲାରେ ଥରୁରଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ୨୦୧୪ ରେ ଦିଲ୍ଲୀର ଏକ ହୋଟେଲରେ
Read More...

ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ୍

ଭୁବନେଶ୍ବର :ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ୍ । କୋଭିଡ୍-୧୯ ପରିଚାଳନାରେ ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ଦ୍ବାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ ସର୍ଭେରେ, ଦେଶରେ କୋଭିଡ୍ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ
Read More...

ଦେଶର ପ୍ରଥମ ମହିଳା ସିଜେଆଇ ହୋଇପାରନ୍ତି ଜଷ୍ଟିସ୍‌ ବି.ଭି. ନାଗରାଥନା

ନୂଆଦିଲ୍ଲୀ : ଜଷ୍ଟିସ୍‌ ବି.ଭି. ନାଗରାଥନା ୨୦୨୭ ମସିହାରେ ଦେଶର ପ୍ରଥମ ମହିଳା ପ୍ରଧାନ ବିଚାରପତି ହୋଇପାରନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଏନ.ଭି ରାମନାଙ୍କ ନେତୃତ୍ୱରେ ସୁପ୍ରିମକୋର୍ଟ କଲେଜିୟମ ପଦୋନ୍ନତି ପାଇଁ ଜଷ୍ଟିସ ନାଗରାଥନାଙ୍କ ସମେତ ୯ ଜଣ ବିଚାରପତିଙ୍କ ନାମ ସୁପାରିଶ
Read More...

କାର୍‌କୁ ଧକ୍କା ଦେଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ବିଧାୟକ

ଭଦ୍ରକ : ଆଜି ସକାଳୁ ଏକ ବଡ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ । କିନ୍ତୁ ସ୍ୱଭାଗ୍ୟବଶତଃ ସେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆଜି ସେ ଭଦ୍ରକରୁ ଭୁବନେଶ୍ୱର ଫେରିବା ବେଳେ ଜାରକା ପାଖରେ ତାଙ୍କ କାରକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା । ଫଳରେ
Read More...

ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କନ୍ଦରାଭଟା ଜଳମହାଦେବ ପୀଠ ପ୍ରତି ରାଜ୍ୟ ପର୍ଯ୍ୟଟନ ବିଭାଗର ଦୃଷ୍ଟି ପଡୁ

ପାଟଣାଗଡ : ବଲାଙ୍ଗୀର ଜିଲ୍ଲା ତଥା ପଶ୍ଚିମଓଡ଼ିଶାର ପ୍ରସିଦ୍ଧ ହରିଶଙ୍କର ପୀଠ ଗନ୍ଧମାର୍ଦ୍ଦନ ପାଦଦେଶରେ ଅବସ୍ଥିତ । ପର୍ବତର ପଶ୍ଚିମ ଦିଗର ହରିଶଙ୍କର ପୀଠଠାରୁ ପ୍ରାୟ ୪ କିମି ଦୂରରେ ଅବସ୍ଥିତ ଜଳମହାଦେବ ପୀଠ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସଦରମହକୁମାଠାରୁ ପ୍ରାୟ ୫୦ କିମି ଦୂର
Read More...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ୩ ଡାକ୍ତରଙ୍କୁ ଜେରା

ପାରଳାଖେମୁଣ୍ଡି: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ଦିନକୁ ଦିନ ରହସ୍ୟମୟ ହେବାକୁ ଲାଗିଛି । ଏହାର ରହସ୍ୟ ଭେଦ କରିବାକୁ ପୁଲିସ୍‌ ହାତରୁ ତଦନ୍ତ ଦାୟିତ୍ୱ ନେଇ କ୍ରାଇମବ୍ରାଞ୍ଚକୁ ଦିଆଯାଇଛି । ଆଉ ଏହି ଘଟଣା ସହ ଜଡିତ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ କ୍ରାଇମବ୍ରାଞ୍ଚ ଅଧିକାରୀ
Read More...

ଆଫଗାନିସ୍ତାନରେ ମହିଳା ନ୍ୟୁଜ୍‌ ଆଙ୍କରଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

ନୂଆଦିଲ୍ଲୀ : ତାଲିବାନ ଆଫଗାନିସ୍ତାନରେ ମହିଳା ସମ୍ବାଦ ଆଙ୍କର୍‌ ଉପରେ ପ୍ରତିବନ୍ଧକ ଲଗାଇଛି । ମହିଳାମାନଙ୍କୁ ସ୍ୱାଧୀନତା ଦେବାର ଦାବିର ୨୪ ଘଣ୍ଟା ମଧ୍ୟରେ ତାଲିବାନର ଏହି ନିଷ୍ପତ୍ତି ସାମ୍ନାକୁ ଆସିଛି । ମଙ୍ଗଳବାର ତାଲିବାନ ପକ୍ଷରୁ କୁହାଯାଇଥିଲା ଯେ, ମହିଳାଙ୍କ ଉପରେ ଚାପ ପକାଯିବ
Read More...

ପୁଣି ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ପୁଣିଥରେ ଖାଉଟିଙ୍କ ଉପରେ ମହଙ୍ଗା ମାଡ ହୋଇଛି । ପେଟ୍ରୋଲିୟମ କମ୍ପାନୀଗୁଡିକ ଘରୋଇ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି । ଆଜି ଅଣ ସବ୍‌ସିଡି ଗ୍ୟାସ ୨୫ ଟଙ୍କା ବଢିଛି । ନୂଆ ଦର ପରେ ଦିଲ୍ଲୀରେ ୧୪.୨ କେଜି ସିଲିଣ୍ଡରର ଦାମ ୮୫୯.୫ ଟଙ୍କା ହୋଇ ଯାଇଛି ।ପୂର୍ବରୁ ଏହା
Read More...