Monthly Archives

September 2021

ଆଜି ରାଜ୍ୟରେ ୫୩୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ପଜିଟିଭ ଚିହ୍ନଟ ହୋଇଛନନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୧୬ ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୨୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
Read More...

ମଣ୍ଡଳି ବ୍ରିଜରେ ଫସିଲା ଦନ୍ତା,ଉଦ୍ଧାର ଉଦ୍ୟମ ଜାରି

କଟକ : ନଦୀ ପାର ହେଉଥିବା ବେଳେ ଭାସିଗଲେ ହାତୀ ପଲ । ମହାନଦୀରେ ପ୍ରଖର ସ୍ରୋତ ଥିବାରୁ, ୮ ହାତୀ ଭାସିଯାଇ ନୂଆଶାସନ ନିକଟରେ ଅଟକିଛନ୍ତି ଓ ଆଉ ଦୁଇଟି ହାତୀ ଭାସି ଯାଇ ଅନନ୍ତପୁର ଠାରେ ଲାଗିଛନ୍ତି । କିନ୍ତୁ ଗୋଟିଏ ଦନ୍ତା ହାତୀ ଦୀର୍ଘ ୫ଘଣ୍ଟା ହେଲା ମଣ୍ଡଳିବ୍ରିଜରେ ଫସି ରହିଛି । ସ୍ରୋତ
Read More...

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା

ପୁରୀ,୨୩/୯- ବିଜେଡି ପାଇଁ ଖୋଲା ସମର୍ଥନ ଦେଲେ ପିପିଲିର ପୂର୍ବତନ କଂଗ୍ରେସ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପୁଅ ପ୍ରିୟବ୍ରତ ସାମନ୍ତରାୟ । ବିଜେଡିର ହେଭିୱେଟ ନେତାଙ୍କ ସହିତ ଗୁପ୍ତ ବୈଠକ ପିପିଲି ରାଜନିତୀରେ ସୃଷ୍ଟି କରିଛି ହଇଚଇ, ସେପଟେ ନିର୍ବାଚନ ପୂର୍ବରୁ ଏଭଳି ଘଟଣାରେ
Read More...

ବୌଦ୍ଧଜିଲ୍ଲା କଂଗ୍ରେସ ପାଳନ କରିବ ସୂଚନା ଅଧିକାର ସପ୍ତାହ

ବୌଦ୍ଧ,୨୩/୯- ବୌଦ୍ଧଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆସନ୍ତାକାଲି ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସୂଚନା ଅଧିକାର ସଚେତନତା ପକ୍ଷ ପାଳନ କରାଯିବ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ନବ କୁମାର ମିଶ୍ର ସୂଚନା ଦେଇଛନ୍ତି । ଶ୍ରୀ ମିଶ୍ର କହିଥିଲେ ଉପା
Read More...

ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

ପୁରୀ,୨୩/୯- ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସଂଗଠନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ । ସ୍ୱଳ୍ପ ସଞ୍ଚୟ ଉପ ବିଭାଗ ଉପ ଶାସନ ସଚିବ
Read More...

ବାର୍ଥ ଡେ ସ୍ପେଶାଲ : ରାଗରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ଏହି କ୍ରିକେଟର

ନୂଆଦିଲ୍ଲୀ : ଆଜି ଚେନ୍ନାଇ ସୁପର କିଙ୍ଗ୍‌ସ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ଅମ୍ବାତି ରାୟୁଡୁଙ୍କ ଜନ୍ମଦିନ । ଏକଦା ଟିମ୍‌ ଇଣ୍ଡିଆର ମଧ୍ୟମ ଅର୍ଡରର ଜଣେ ପ୍ରତିଷ୍ଠିତ ବ୍ୟାଟ୍ସମ୍ୟାନ ଭାବେ ନିଜକୁ ପରିଣତ କରିଥିବା ଅମ୍ବାତି କ୍ରୋଧିତ ହୋଇ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନଷ୍ଟ
Read More...

ପୁରୀ STFଙ୍କ ସଫଳତା, ବ୍ରାଉନ ସୁଗାର ଜବତ ସହ ବ୍ୟବସାୟୀ ଗିରଫ

ପୁରୀ ଏସଟିଏଫଙ୍କ ସଫଳତା । ବ୍ରାଉନ ସୁଗାର ଜବତ ସହ ବ୍ୟବସାୟୀକୁ ଗିରଫ କରିଛି ପୋଲିସ। ଗତକାଲି ପୁରୀ-ଭୁବନେଶ୍ୱରର ହରେକୃଷ୍ଣପୁର ଛକ ନିକଟରେ ଯାଞ୍ଚ ବେଳେ ସରକାରୀ ଗାଡିରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ବାଲେଶ୍ବରରୁ ଏକ ସରକାରୀ ଗାଡିରେ ବ୍ରାଉନସୁଗାର ଆଣି ପୁରୀର ବ୍ଯବସାୟୀଙ୍କୁ ଯୋଗାଇ
Read More...

ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର

ଭୁବନେଶ୍ୱର:ତାମିଲନାଡୁ ପୂର୍ବତନ ପୁଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍‌ ଜଳଦ କୁମାର ତ୍ରିପାଠୀ ହେଲେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର । ତାଙ୍କୁ ନିଯୁକ୍ତି ଦେଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ । ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର
Read More...

ଉପର ମୁଣ୍ଡରେ ବର୍ଷା, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ବଲପୁର : ବର୍ଷା ଯୋଗୁଁ ବଢ଼ୁଛି ଜଳସ୍ତର, ଯାହା ଫଳରେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ ରହିଥିଲା । ଜଳଭଣ୍ଡାରରେ ପ୍ରତି ସେକେଣ୍ଡରେ ୧
Read More...

ପିଲାଙ୍କ ଝଗଡ଼ାରୁ କଙ୍ଗାରୁକୋର୍ଟ, ୩ ମହିଳା ଗିରଫ

ଭୁବନେଶ୍ୱର : ରାଜଧାନୀରେ କଙ୍ଗାରୁ କୋର୍ଟ । ଦୁଇ ଜଣ ନାବାଳକଙ୍କୁ ସର୍ବସାଧାରଣରେ ଆଣ୍ଠେଇବା ସହ ଉଠବସ୍‌ କରୁଥିବା ଅଭିଯୋଗ ହୋଇଛି। ବିନା ଦୋଷରେ ଦଣ୍ଡ ଦେବା ସହ ୫ହଜାର ଟଙ୍କା ଜରିମାନା କରିଥିଲେ । ଏହି ଅଭିଯୋଗରେ ସାଲିଆ ସାହିରୁ ୩ଜଣ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ
Read More...