ଇତିହାସ ରଚିଲେ ପ୍ରବୀଣ, ହାଇଜମ୍ପରେ ରୌପ୍ୟ ଜିତିଲେ
ଜାପାନ : ଟୋକିଓ ପାରାଲିମ୍ପିକ୍ସ ୨୦୨୦ରେ ଭାରତ ଆଉ ଏକ ପଦକ । ହାଇଜମ୍ପ ଟି-୬୪ ବର୍ଗରେ ଭାରତର ପ୍ରବୀଣ କୁମାର ରୌପ୍ୟ ପଦକ ହାସଲ କରିଛନ୍ତି । ପାରାଲିମ୍ପିକ୍ସରେ ଭାରତର ପଦକ ବର୍ତ୍ତମାନ ୧୧ରେ ପହଞ୍ଚିଛି । ପ୍ରବୀଣ ୨.୦୭ ମିଟର ଡେଇଁ ପୁରୁଷ ହାଇ ଜମ୍ପରେ ରୌପ୍ୟ ପଦକ ହାସଲ କରିଛନ୍ତି ।!-->…
Read More...
Read More...