ଦୁଇ ଦିନ ପରେ ପୁଣି ବଢିଲା ପେଟ୍ରୋଲ ଏବଂ ଡିଜେଲ ଦର
ନୂଆଦିଲ୍ଲୀ : ଦୁଇ ଦିନ ପରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ବୃଦ୍ଧି ପାଇଛି । ବୁଧବାର ପେଟ୍ରୋଲ ଏବଂ ଡିଜେଲ ଦର ୩୫-୩୫ ପଇସା ବୃଦ୍ଧି ପାଇଛି । ବର୍ତ୍ତମାନ ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୭.୯୪ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୬.୬୭ ଟଙ୍କାରେ ବିକ୍ରି ହେଉଛିା!-->…
Read More...
Read More...