ଜିଲ୍ଲା ପୋଲିସ ପକ୍ଷରୁ ୬୨ ତମ ପୋଲିସ ସହିଦ ଦିବସ ପାଳନ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ପୋଲିସ ପକ୍ଷରୁ ଆଜି ଫୁଲବାଣୀ ସ୍ଥିତ ରିଜର୍ଭ ପୋଲିସ ପଡ଼ିଆ ଠାରେ ୬୨ ତମ ପୋଲିସ ସହିଦ ଦିବସ ପାଳନ କରାଯାଇଛି । ଏହି ଅବସରରେ କନ୍ଧମାଳ ଏସପି ବିନୀତ ଅଗ୍ରୱାଲ ପଡ଼ିଆରେ ଉପସ୍ଥିତ ରହି ପୋଲିସ ସହିଦ ସ୍ତମ୍ଭରେ ପୁଷ୍ପଗୁଚ୍ଛ ଦେଇ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି!-->…
Read More...
Read More...