Monthly Archives

October 2021

ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛି ବିଜେଡି

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି । ରାଜଧାନୀ ଠାରୁ ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଆଜି ଏଠାରେ ଆୟୋଜିତ ଏକ…
Read More...

ବୌଦ୍ଧରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ବୌଦ୍ଧ,୩୦/୧୦- ଆଜି ଜିଲ୍ଲା ପ୍ରଶାସନ ତରଫରୁ ବିଶ୍ୱ ମିୟବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳଙ୍କ ସର୍କିଟ ହାଉସ ଠାରୁ ବାହାରିଥିବା ଏକ ସଚେତନତା ବାର୍ତ୍ତା ଦେଉଥିବା ସଞ୍ଚୟ ରଥକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ…
Read More...

ବିଶ୍ବ ମିତବ୍ୟୟିତା ଦିବସ ପାଳିତ

ପୁରୀ : ବିଶ୍ବ ମିତବ୍ୟୟିତା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜସ୍ୟ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ସଞ୍ଚୟ ରଥକୁ ଶୁଭାରମ୍ଭ କରିଛନ୍ତି । ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ ବୁଲି ସ୍ବଳ୍ପ ସଞ୍ଚୟ ଉପରେ ସଚେତନତା ସୃଷ୍ଟି କରିବ । ସରକାରୀ ଓ ପଞ୍ଜିକୃତ ସଂସ୍ଥା…
Read More...

ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ଯୋଗୁଁ ଚାଷୀ ହନ୍ତସନ୍ତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିନିକା ଅଞ୍ଚଳରେ ଏବେ ଧାନ ଫସଲରେ ଚକଡ଼ା ପୋକର ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି । ଯାହା ଫଳରେ ଶହ ଶହ ଏକର ଜମିର ଧାନ ଫସଲ ନଷ୍ଟ ହୋଇଯାଇଛି । ଧାର କରଜ କରି ଧାନ ଚାଷ କରିଥିବା ଚାଷୀ ଚିନ୍ତାଗ୍ରସ୍ତ ହୋଇ ପଡିଛି । ଚାଷୀ ଚକଡ଼ାପୋକର ଦମନ…
Read More...

ବୌଦ୍ଧଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ

ବୌଦ୍ଧ,୩୦/୧୦- ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣା ନେଇ ସାରା ରାଜ୍ୟରେ ଏବେ ବିଦ୍ରୋହର ସ୍ୱର ଉଠିଥିବାବେଳେ ବୌଦ୍ଧ ଜିଲ୍ଲାରେ ଏହି ଆନ୍ଦୋଳନକୁ ଯୋରଦାର କରିଛି ବିଜେପି । ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀପଦରୁ…
Read More...

ମମିତା ମେହେର ହତ୍ୟାକାଣ୍ଡ, ସାମ୍ବାଦିକ ସମ୍ମିଳନୀରେ ବର୍ଷିଲା ବିଜେପି ନାରୀ ନେତ୍ରୀ

ଭୁବନେଶ୍ୱର : ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି । ବିଜେପି କେନ୍ଦ୍ରୀୟ ପ୍ରତିନିଧି ଦଳର ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ ନାରୀ ନେତ୍ରୀ । ଏହା ଏକ ନିର୍ମମ ହତ୍ୟା । ମମିତା ସନସାଇନ ସ୍କୁଲରେ ଶିକ୍ଷୟତ୍ରୀ ଥିଲେ । ଦିବ୍ୟଶଙ୍କର ମିଶ୍ରଙ୍କ…
Read More...

ପୂର୍ବତନ ୱାର୍ଡମେମ୍ବରଙ୍କ ପରଲୋକ

ଗଜପତି : ଗଜପତି ଜିଲ୍ଲା ଗୋଶାଣି ବ୍ଳକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ନୂଆ କେରାଣ୍ଡି ଗ୍ରାମରେ ପୂର୍ବତନ ୱାର୍ଡମେମ୍ବର ଇ.ସୁରିୟାଙ୍କ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁ ନିକଟରେ ତାଙ୍କ ସ୍ତ୍ରୀ, ପୁଅ ବୋହୂ, ଝିଅ ଜ୍ୱାଇଁ ନାତି ବନ୍ଧୁବାନ୍ଧବ ପରିବାରଵର୍ଗ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ…
Read More...

ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ସ୍ୱର୍ଣ୍ଣପ୍ରାସନ ବିନ୍ଦୁ ସେବନ

ଗଞ୍ଜାମ : କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଆଙ୍କୁଶପୁର ସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଥିବା ଶିଶୁରୋଗ ବହିର୍ବିଭାଗରେ ସ୍ୱର୍ଣ୍ଣପ୍ରାସନ ବିନ୍ଦୁ ସେବନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । କୋଭିଡ-୧୯ର ଦ୍ଵିତୀୟ ଲହର ପରେ ଗତ…
Read More...

ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ପୁରୀ : ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ଚଳିତବର୍ଷର ବିଷୟବସ୍ତୁ "ମହିଳା ସ୍ବୟଂ ସହାୟକ…
Read More...

ଜିଲ୍ଲା ସ୍ତରରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ଗଜପତି : ଜିଲ୍ଲା ପ୍ରଶାସନ ଗଜପତି ତରଫରୁ 29.10.2021 ତାରିଖରେ ଜିଲ୍ଲାସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ପାରଳାଖେମୁଣ୍ଡିର ସଭାଗୃହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ…
Read More...