Monthly Archives

October 2021

ଭିମସାର ଆଇସିୟୁରେ ଅଚଳ ଭେଣ୍ଟିଲେଟର ଯୋଗୁଁ ଅସୁବିଧାରେ ରୋଗୀ

ସମ୍ବଲପୁର: ସ୍ଥାନୀୟ ବୁର୍ଲା ସ୍ଥିତ ବଡ଼ ମେଡିକାଲ ଭିମସାର ଉପରେ ପଶ୍ଚିମାଞ୍ଚଳର ୧୦ଟି ଜିଲ୍ଲା ବ୍ୟତୀତ ପଡୋଶୀ ରାଜ୍ୟ ଛତିଶଗଡ ଓ ଝାଡ଼ଖଣ୍ଡର ସୀମାନ୍ତ ଅଧିବାସୀ ଉଚ୍ଚ ଚିକିତ୍ସା ପାଇଁ ନିର୍ଭର କରନ୍ତି, କିନ୍ତୁ ସେହି ଅନୁସାରେ ଏହାର ଉନ୍ନତି ହୋଇପାରୁ ନାହିଁ । ଏପରି ମହତ୍ତ୍ୱପୂର୍ଣ୍ଣ
Read More...

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷଙ୍କ ଯୋଗଦାନ

ପାରାଦୀପ : ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ଭାବେ ପୋଲାମ ରାଜୁ ଲକ୍ଷ୍ମି ହାରାନାଧ ଆଜି ଯୋଗ ଦେଇଛନ୍ତି । ବନ୍ଦର କର୍ତ୍ତୃପକ୍ଷଙ୍କ ତରଫରୁ ଭବ୍ୟ ସ୍ୱାଗତ୍‌ କରାଯାଇଛି । ପ୍ରଥମେ ତାଙ୍କୁ ସିଆଇଏସ୍‌ଏଫ୍‌ଙ୍କ ତରଫରୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ଏହାପରେ ନୂତନ ଭାବେ ଅଧ୍ୟକ୍ଷ ଦାୟିତ୍ୱ
Read More...

ମୁଣ୍ଡଳୀ ଦନ୍ତାହାତୀ ମୃତ୍ୟୁ ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: ମୁଣ୍ଡଳୀ ଦନ୍ତାହାତୀ ମୃତ୍ୟୁ ଘଟଣାର ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ମାନସିକ ଆଘାତ କାରଣରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି । ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ କୁହାଯାଇଛି । ଏନେଇ ସାଲେପୁର ବ୍ଲକ
Read More...

ସୂଚନା ଅଧିକାର ଆଇନର ବ୍ୟାପକ ବ୍ୟବହାର ପାଇଁ ଜନସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ,୮/୧୦- କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଓଡିଶା ସୂଚନା ଅଧିକାର ଅଭିଯାନ କନ୍ଧମାଳ ପକ୍ଷରୁ ସୂଚନା ଅଧିକାର ଆଇନର ବ୍ୟାପକ ବ୍ୟବହାର ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଶରେ ଏକ ସ୍ୱଛ ଓ ଦୁର୍ନୀତିମୁକ୍ତ ଶାସନ ବ୍ୟବସ୍ଥାସହ ନାଗରିକମାନଙ୍କ ନିକଟରେ
Read More...

ନିୟମ ଉଲ୍ଲଙ୍ଘନ ପାଇଁ ଚାନ୍ଦବାଲି ବିଧାୟକଙ୍କ ଗାଡିକୁ ୨ ହଜାର ଟଙ୍କା ଫାଇନ

ପୁରୀ,୭/୧୦- ଶ୍ରୀମନ୍ଦିର ସମୁଖ ରାସ୍ତାରେ ବିଧାୟକଙ୍କ କାର ନିୟମ ଉଲଘଂନ କରି ପ୍ରବେଶ କରିବା ଘଟଣାକୁ ନେଇ ପୁରୀ ପୋଲିସ ଚାଲାଣ କାଟିଛି । ଭଦ୍ରକର ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ କାରକୁ ପୁରୀ ପୋଲିସ ୨ ହଜାର ଟଙ୍କା ଫାଇନ କରିଛି । ଯାହାକି ବେଶ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ପୁରୀ
Read More...

ବ୍ଲୁଫ୍ଲାଗ ବେଳାଭୂମିରେ ୭୫ତମ ଆଜାଦୀ ଅମୃତ ମହୋତ୍ସବ କାର୍ଯ୍ୟକ୍ରମ

ପୁରୀ,୭/୧୦- କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ଚୋବେ ଦୁଇଦିନିଆ ପୁରୀ ଗସ୍ତରେ ଆସି ଆଜି ବ୍ଲୁଫ୍ଲାଗ ବେଳାଭୂମିରେ ୭୫ତମ ଆଜାଦୀ ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବେଳାଭୂମିରେ ଝାଉଁ ରୋପଣ କରିଥିଲେ । କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ବାର୍ତ୍ତା "ମୋ
Read More...

ଶାକମ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା ସୁରେଶ୍ୱରୀ

ସୁବର୍ଣ୍ଣପୁର,୭ ।୧୦– ବିଶିଷ୍ଟ ତନ୍ତ୍ରପୀଠ ସୁବର୍ଣ୍ଣପୁରରେ ବଳିଯାତ୍ରା ଆରମ୍ଭ ହେବାସହ ବିଭିନ୍ନ ଶକ୍ତି ପୀଠରେ ସ୍ୱତନ୍ତ୍ର ପୂଜା ମଧ୍ୟ ଆରମ୍ଭ ହୋଇଛି । ପବିତ୍ର ଆଶ୍ୱିନ ଅମାବାସ୍ୟା ଅବସରରେ ସୋନପୁରର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ
Read More...

ମାଳିସାହି ଦୁର୍ଗାପୂଜା କମିଟି ତରଫରୁ ନବରାତ୍ର ଆରମ୍ଭ

ବୌଦ୍ଧ,୭/୧୦- ଗତକାଲି ମଧ୍ୟରାତ୍ରୀରେ ମାଳିସାହି ଦୁର୍ଗାପୂଜା କମିଟି ତରଫରୁ ଦୁର୍ଗାମଣ୍ଡପରେ ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଛି । ନବରାତ୍ର ନିମନ୍ତେ ଗତକାଲି ଅପରାହ୍ନ ପ୍ରାୟ ସାଢେ ୪ଟାରେ ବିଲ୍ୱବରଣ, ସନ୍ଧ୍ୟାରେ ମହାନଦୀରୁ କଳସରେ ଜଳ ଆଣି ଦେବୀଙ୍କ ପୀଠରେ ସ୍ଥାପନା
Read More...

କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ, ଜଗତସିଂହପୁର, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୫ ଜଣ ଲୋକାଲ୍‌
Read More...