Monthly Archives

October 2021

ଜୟ ଭୈରବୀ କ୍ଲବ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ଆଜି ଜୟ ଭୈରବୀ କ୍ଲବ ବୌଦ୍ଧ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ କ୍ଲବ ଗୃହଠାରେ ପାଳିତ ହୋଇଯାଇଛି । ଗାନ୍ଧୀ, ଶାସ୍ତ୍ରୀଙ୍କ ତୈଳ ଫୋଟଚିତ୍ରରେ କ୍ଲବର ସଭାପତି ନିରୋଧ ମେହେର ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ଏହାପରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।
Read More...

ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବୌଦ୍ଧ,୨/୧୦- ବୌଦ୍ଧଜିଲ୍ଲା ବିଜେପି କାର୍ଯ୍ୟାଳୟ, ଗାନ୍ଧୀ ଛକ ଓ ମହାନଦୀ ବ୍ରିଜରେ ପଦଯାତ୍ରା ସହିତ ପବିତ୍ର ଗାନ୍ଧୀ ଜୟନ୍ତୀ ସହିତ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସହିତ " ସେବା ଏବଂ ସମର୍ପଣ ଅଭିଯାନର ୧୬ ତମ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ , ଜୟନ୍ତୀ
Read More...

ଆଠମଲ୍ଲିକରେ ବିଜୁ ଜନତା ଦଳ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଆଠମଲ୍ଲିକ,୨/୧୦- ଆଠମଲ୍ଲିକରେ ବିଜୁ ଜନତା ଦଳ ତରଫରୁ ସ୍ଥାନୀୟ ଗାନ୍ଧିଛକରେ ଥିବା ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିରେ ବିଧାୟକ ପ୍ରତିନିଧି କ୍ଷୀରୋଦ କୁମାର ବଘାର, ଗଦାଧର ସ୍ୱାଇଁ, ନଗର ସଭାପତି ପ୍ରଦୀପ ଦାସ , ଯୁବ ବିଜେଡି ସଭାପତି ସିଦ୍ଧାର୍ଥ ମହାକୁଡ଼ , ମହାତ୍ମା
Read More...

ଗଜପତି ଜିଲ୍ଲା ପ୍ରଶାସନ ଦ୍ବାରା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ

ଗଜପତି : ଗଙ୍ଗାବାଡ଼ରେ 1 କୋଟି 71 ଲକ୍ଷ ଟଙ୍କାରେ ଏକ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ଚାଲୁଅଛି। 17 ଲକ୍ଷ ଟଙ୍କା ଅଟକଳରେ ଗଙ୍ଗାବାଡ଼ ଏବଂ ମାଣିକ ପାଟଣା ଗ୍ରାମରେ ପ୍ରତ୍ୟେକ ଗୃହକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଗଙ୍ଗାବାଡ଼, ମାଣିକ ପାଟଣା ଓ ଚମ୍ପାପୁର
Read More...

ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମଦିନ, ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ଦେଶ

ଭୁବନେଶ୍ୱର : ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା
Read More...

ବିଜୁ ଜନତା ଦଳ ତରଫରୁ ଗାନ୍ଧୀ ଜୟନ୍ତୀ ପାଳନ

ଗଜପତି : ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ସର୍ବପ୍ରଥମେ ଗାନ୍ଧିଛକ ଠାରେ ଗୌରହରି ପାଠାଗାରରେ ଥିବା ଜାତିର ଜନକ ମହାତ୍ମା ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
Read More...

ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍‌
Read More...

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣାକୁ ଜିଲ୍ଲା ପ୍ରେସ କ୍ଲବ ଫୁଲବାଣୀର ନିନ୍ଦା

ଫୁଲବାଣୀ,୧/୧୦- ରାଜ୍ୟରେ ଦିନକୁ ଦିନ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ବଢିବାରେ ଲାଗିଛି । ରାଜ୍ୟ ସରକାର ସାମ୍ବାଦିକମାନଙ୍କୁ ସୁରକ୍ଷା ଯୋଗାଇବାରେ ବିଫଳ ହେଉଛନ୍ତି ବୋଲି ଶୁକ୍ରବାର ଫୁଲବାଣୀ ପ୍ରେସ କ୍ଳବ୍‌ ପକ୍ଷରୁ ଆୟୋଜିତ ସଭାରେ ମତପ୍ରକାଶ ପାଇଛି । ପିପିଲିଠାରେ ଉପନିର୍ବାଚନ ସମୟରେ
Read More...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସରେ ସଚେତନତା କାର୍ଯ୍ୟକ୍ରମ

ଗଜପତି,୧/୧୦- ଆଜି ନିୟତି ଭିନ୍ନକ୍ଷମ ସେବା ଅନୁଷ୍ଠାନ ଆନୁକୁଲ୍ୟରେ ଭିନ୍ନକ୍ଷମ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଶିଶୁଙ୍କର ସୁସ୍ଥ ଶରୀର ସେବାପାଇଁ ଭୌତିକ ଚିକିତ୍ସାର ପ୍ରୟୋଗ ବିଧି ବରିଷ୍ଠ ନାଗରିକ ମଞ୍ଚ ରେ ଏକ କର୍ମଶାଳା ଅନୁଷ୍ଠିତ ହୋଇସାରିଛି । ନିୟତିର ପ୍ରତିଷ୍ଠାତା ତଥା ସମ୍ପାଦକ
Read More...