Monthly Archives

December 2021

ଓଡିଶାରେ ଦୁଇ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ଓଡ଼ିଶାର ଦୁଇ ଜଣ ଠାରେ ଓମିକ୍ରନ୍‌ ଭୂତାଣୁ ହୋଇଛି। ଏନେଇ ଆଇଏଲ୍‌ସ ପକ୍ଷରୁ ସୂଚନା ମିଳିଛି। ଚିହ୍ନଟଙ୍କ ମଧ୍ୟରୁ ଜଣେ କଟକ ଓ ଜଗତସିଂହପୁରର ବୋଲି ଜଣାପଡିଛି ।
Read More...

ସୁମିତଙ୍କ ଘର ଆଗରେ ୧୪୪ ଧାରା ଜାରି

ବ୍ରହ୍ମପୁର: ବହୁଚର୍ଚ୍ଚିତ ଦମ୍ପତି ତପସ୍ୱିନୀ ଦାଶ ଓ ଡାକ୍ତର ସୁମିତ୍‌ ସାହୁଙ୍କ ବିବାଦ ପ୍ରତିଦିନ ଭିନ୍ନ ମୋଡ ନେଉଛି । ତପସ୍ୱିନୀଙ୍କ ଧାରଣା ସ୍ଥଳରେ ଲୋକଗହଳିକୁ ଦୃଷ୍ଟିରେ ରଖି ଆଜି ସକାଳେ ବ୍ରହ୍ମାନଗର ଦ୍ୱିତୀୟ ଲେନ୍‌ରେ ୧୪୪ ଧାରା ଜାରି କରାଯାଇଛି । ଆଇନଶୃଙ୍ଖଳା ପରିସ୍ଥିତିକୁ
Read More...

ସୁବର୍ଣ୍ଣପୁର ଜିଲ୍ଲାର ହାବିଲଦାର,କନଷ୍ଟେବଳ ଶାଖା ସଂଘର ନିର୍ବାଚନ : କୁମୁଦ ରଞ୍ଜନ ମେହେରହେଲେ ସଭାପତି

ସୁବର୍ଣ୍ଣପୁର : ଆଜି ସୁବର୍ଣ୍ଣପୁର ଜିଲ୍ଲାର ହାବିଲଦାର କନଷ୍ଟେବଳ ଶାଖା ସଂଘର ନିର୍ବାଚନ ର ଫଳାଫଳ ଘୋଷିତ ହୋଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍‌ କନେଷ୍ଟେବଳ କୁମୁଦ ରଞ୍ଜନ ମେହେର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ହାବିଲଦାର ଦିନେଶ ମିଶ୍ରଙ୍କୁ ୬୧ଖଣ୍ଡ ଭୋଟରେ ପରାଜିତ କରିଛନ୍ତି ।
Read More...

ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା : ସେମିଫାଇନାଲରେ ଗିରାସିଙ୍ଗା

ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳ ପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଆଜି ତୃତୀୟ ଦିନର ପ୍ରଥମ ମ୍ୟାଚ ମନୁପାଲି ଓ ନାଗପାଲି ମଧ୍ୟରେ ହୋଇଥିଲା । ଏଥିରେ ମନୁପାଲି ୧-୦ ଗୋଲରେ ବିଜୟୀ ହୋଇଥିଲା । ଦ୍ୱିତୀୟ ମ୍ୟାଚ
Read More...

ଯୋଗାଣ ସହାୟକଙ୍କ ପାରିଶ୍ରମିକ ବୃଦ୍ଧି ଏବଂ ଚାକିରି ସ୍ଥାୟୀ ସ୍ୱୀକୃତି ପ୍ରଦାନ ନିମନ୍ତେ ଦାବିପତ୍ର ପ୍ରଦାନ

ଫୁଲବାଣୀ:କନ୍ଧମାଳ ଜିଲ୍ଲାର ଜିଲ୍ଲା ଯୋଗାଣ ସହାୟକ ସଂଘ କନ୍ଧମାଳ ତରଫରୁ ସଭାପତି ବିବେକାନନ୍ଦ ବେହେରାଙ୍କ ନେତୃତ୍ୱରେ ଏକ ୬ଦଫା ଦାବିପତ୍ର କନ୍ଧମାଳ ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ଏଥିରେ ଲିଖିତ ଅନୁରୋଧ କରାଯାଇଛି ଯେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ
Read More...

ଜଙ୍ଗଲରେ କୁଡିଆକରି ରହୁଥିଲେ, ସ୍ୱେଚ୍ଛାସେବୀଙ୍କ କଥା ରଖି ଗାଁକୁ ଫେରିଲେ ବୃଦ୍ଧା

ପାଟଣାଗଡ଼: ଦୀର୍ଘ ୨୭ ବର୍ଷ ହେବ ଡାହାଣୀ ସନ୍ଦେହ କରିବାରୁ ନିଜକୁ ଘୃଣ୍ୟ ମନେ କରି ଗାଁ ଠାରୁ ଦେଢ଼ କିମି ଦୂରରେ ଏକ ଜଙ୍ଗଲରେ କୁଡ଼ିଆ ଘରେ ଦୟନୀୟ ଭାବରେ ଏକୁଟିଆ ବସବାସ କରୁଥିଲେ ୧୧୦ବର୍ଷିଆ ବୃଦ୍ଧା ମହିଳା ପ୍ରତିମା ଧରୁଆ । ସେଠାରେ ନିଜକୁ ନିଜଘରଠାରୁ, ନିଜ ଗାଁଠାରୁ ନିଜଜାତିସମାଜ
Read More...

ପିପିଲି ବିଜେଡି ପକ୍ଷରୁ ମିଶ୍ରଣ ପର୍ବ

ପୁରୀ : ପୁରୀ ଜିଲ୍ଲା ପିପିଲି ବିଜେଡି ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ନିଜ ଦଳ ଛାଡି ବିଜେଡିରେ ସାମିଲ ହେଲେ ତିନୋଟି ପଞ୍ଚାୟତର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ । ବିଧାୟକ ରୁଦ୍ରପ୍ରତାପ ମହରଥୀଙ୍କ ତତ୍ତ୍ୱାବଧାନ ରେ ବିଜେଡି ମୁଖ୍ୟ କାର୍ଯ୍ୟାଳୟ ଠାରେ ଆୟୋଜିତ
Read More...

ଭବନ ନିର୍ମାଣ ପାଇଁ ଭୂମି ପୂଜନ କଲେ ଯାଦବ ସମାଜ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଯାଦବ ସମାଜ ଭବନ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ସ୍ଥାନୀୟ କେଭି କଲେଜ ସାମ୍ନାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଫାଣ୍ଡିରୁ ପ୍ରଥମ ପର୍ଯ୍ୟାୟରେ ଭବନ ନିର୍ମାଣ ପାଇଁ ନିର୍ବାଚନ ମଣ୍ଡଳୀର ମୁରିବାହାଲ ତୁରିକେଲା
Read More...

୧୯ତମ ଓଡିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ଉତ୍ସବ

ପୁରୀ : ସୋ ଟାଇମ୍‌ ୨୦୨୧ ପକ୍ଷରୁ ପୁରୀର ସ୍ୱର୍ଣ୍ଣାଭ ବେଳାଭୂମିରେ ରଂଗାରଗ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଛି ।୧୯ ତମ ଓଡିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ଉତ୍ସବ । କାର୍ଯ୍ୟକ୍ରମରେ ଜଣାଶୁଣା କଳାକାର ଓ ସମାଜସେବୀମାନଙ୍କୁ ସମ୍ମାନ ଓ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହାସହ ୩୨ ଜଣ
Read More...

ଜିଲ୍ଲା ଉପଭୋକ୍ତା ପରାମର୍ଶ କେନ୍ଦ୍ର ବନ୍ଦ

ଜଗତସିଂହପୁର: ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜ଼ିଲ୍ଲା ଖାଉଟି ବିବାଦ ପ୍ରତିକାର ଆୟୋଗ ପରିସରରେ ପୂର୍ବରୁ ଚାଲିଥିବା ପରାମର୍ଶ କେନ୍ଦ୍ର ଦୀଘ ଦିନ ଧରି ବନ୍ଦ ରହିଥିବା ଯୋଉଁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ତତ୍ପରତା ପ୍ରକାଶ ନପାଇବା ସାଧାରଣରେ
Read More...