Monthly Archives

December 2021

ଦଶପଲ୍ଲାରେ ଶୀତ ଲହରୀ, ଜାଡ଼ରେ ଥରୁଛି ମାଳ ଅଞ୍ଚଳ

ଦଶପଲ୍ଲା : ଦଶପଲ୍ଲାର ଅନେକ ଅଂଚଳରେ ଶୀତର ତରଙ୍ଗ ଅନୁଭୂତ ହେଉଥିବାବେଳେ କେତେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିବା ସହ ସାଧାରଣ ଜୀବନକୁ ପ୍ରଭାବିତ କରିଛି । କଳସାଖମଣ, ଚଢେୟାପଲ୍ଲୀ, ନୂଆଗାଁ ପ୍ରଭୃତି ପାହାଡ଼ିଆ ଅଞ୍ଚଳରେ ଅତ୍ୟନ୍ତ ଶୀତୁଆ ପାଗ ଦେଖିବାକୁ ମିଳିଥିବା ବେଳେ
Read More...

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମୀକ୍ଷା ବୈଠକ ଓ ମିଶନ ଶକ୍ତିର ଋଣ ମେଳା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଓ ଫିରିଙ୍ଗିଆ ବ୍ଲକ ଠାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମୀକ୍ଷା ବୈଠକ ଓ ମିଶନ ଶକ୍ତିର ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମନ୍ତ୍ରୀ ତଥା କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ
Read More...

ମୁଖ୍ୟମନ୍ତ୍ରୀଙ୍କ ଲୋକ କଳା ଟ୍ରଫି -୨୦୨୧ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ବି.ଏନ. ପ୍ୟାଲେସ ଠାରେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କ ଲୋକ କଳା ଟ୍ରଫି-୨୦୨୧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ପଣ୍ଡା ଏଥିରେ ଯୋଗଦେଇ ଜିଲ୍ଲାର ଲୋକକଳାକୁ
Read More...

ପ୍ରଧାନ ଶିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ନୂଆଗଡ଼ ବ୍ଳକ ଅନ୍ତର୍ଗତ କେ.ଝାଲରସିଂ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇ ଯାଇଛି । ବିଦାୟୀ ପ୍ରଧାନ ଶିକ୍ଷକ ଦୁର୍ଗା ମାଧବ ପାଣିଗ୍ରାହୀ ଓ ଅନ୍ୟ ଦୁଇ ଜଣ ଶିକ୍ଷୟିତ୍ରୀ ମାନଙ୍କ ବିଦାୟ ସମ୍ବର୍ଦ୍ଧନା
Read More...

ପଞ୍ଚମ ଗଡ଼ଜାତ ଲୋକ ମହୋତ୍ସବର ଚତୁର୍ଥ ଦିନ, ନାରୀ ସଶକ୍ତି କରଣ ସମ୍ପର୍କିତ କର୍ମଶାଳା

ବୌଦ୍ଧ,୧୮/୧୨: ସମାଜକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାରେ ନାରୀର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ନାରୀ ବିଭିନ୍ନ ରୂପରେ ନିଜର କର୍ତ୍ତବ୍ୟ ସମ୍ପାଦନ କରିପାରୁଥିବାରୁ ତାକୁ ସମାଜର ଅଗ୍ରପୂଜ୍ୟା ବୋଲି ସମ୍ମାନ ଦେବାସହ ସେହି ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବାପାଇଁ ସବୁବର୍ଗରେ ଚେଷ୍ଟା
Read More...

ହରଭଙ୍ଗା ବ୍ଳକରେ କଳାକାର ଭତ୍ତା ପାଇଁ ସାମର୍ଥ୍ୟ ପରୀକ୍ଷା

ବୌଦ୍ଧ,୧୮/୧୨ : ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଆବେଦନକାରୀଙ୍କ ସାମର୍ଥ୍ୟ ପରୀକ୍ଷା ଶନିବାର ଦିନ ବୌଦ୍ଧ ଜିଲା ହରଭଙ୍ଗା କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଯୋଗିତାରେ ବ୍ଳକର ୧୫୪ ଜଣ ଆବେଦନ କରିଥିବା ବେଳେ ଭାଗ ନେବା ପାଇଁ ୧୨୨ କଳାକାର ଉପସ୍ଥିତ ଥିଲେ । ଏହି
Read More...

ବିଭିନ୍ନ ଦଳର କର୍ମୀ ବିଜେଡ଼ିରେ ମିଶିଲେ

ଫୁଲବାଣୀ:ଆଜି ସ୍ଥାନୀୟ ଫୁଲବାଣୀ ପ୍ରଦକ୍ଷଣ ଗୃହ ଠାରେ ଚକାପାଦ ବ୍ଲକ ଓ ଫୁଲବାଣୀ ବ୍ଲକର ଥିବା ବିଭିନ୍ନ ଦଳର କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ପଞ୍ଚାୟତ ରାଜ ଓ ନଗର ଉନ୍ନୟନ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର,
Read More...

ପଞ୍ଜୀକରଣ ବେଳେ ଫୋନନମ୍ବର ଏଣ୍ଟ୍ରିରେ ତ୍ରୁଟି, ଚାଷୀଙ୍କୁ ଘାରିଛି ଅଭାବୀ ଧାନ ବିକ୍ରିର ଭୟ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହୋଇଛି ଧାନ ବିକ୍ରି । ବିନିକା ଏବଂ ଡୁଙ୍ଗୁରିପାଲି ବ୍ଲକରେ ଗତ ୬ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଅନ୍ୟ ୪ଟି ବ୍ଲକରେ ୧୩ ତାରିଖରୁ ଧାନ କ୍ରୟ ଆରମ୍ଭ ହୋଇଛି । ତେବେ ଚାଷୀଙ୍କ ନାମ ପଞ୍ଜୀକରଣ ସମୟରେ ଫୋନ୍‌ ନମ୍ବର ଏଣ୍ଟ୍ରିରେ ତ୍ରୁଟି ଥିବାରୁ
Read More...

ଜୀବେ ନିଷ୍ଠୁରତା ନିବାରଣ ସମିତିର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

ରାୟଗଡା: ଜିଲ୍ଲାରେ ଜୀବେ ନିଷ୍ଠୁରତା ନିରୋଧ ନିମନ୍ତେ ଆଜି ରାୟଗଡ ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜିଲ୍ଲାପାଳଙ୍କ ଚିନ୍ତନ କକ୍ଷରେ ଅନୁଷ୍ଠିତ ବୈଠକରେ ଜୀବଜନ୍ତୁ ପ୍ରତି ନିଷ୍ଠୁରତା ଓ ନିର୍ଯାତନ ହେଉଥିବାରୁ ଏହାକୁ ନିରାକରଣ କରିବା
Read More...

ଜିଲ୍ଲାସ୍ତରୀୟ ଛେଳିମାନଙ୍କ କୃତ୍ରିମ ପ୍ରଯୋଜକ ସକାଶେ ଏକ ଦିନିଆ ତାଲିମ ଶିବିର

ଗଜପତି ୧୮।୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା କନଫରେନ୍ସ ହଲ ଠାରେ ଜିଲ୍ଲାସ୍ତରୀୟ ଛେଳିମାନଙ୍କ କୃତ୍ରିମ ପ୍ରଯୋଜକ ସକାଶେ ଏକ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଡକ୍ଟର ରାମକାନ୍ତ ରଣା
Read More...