Yearly Archives

2021

ଓଡିଶାର ଆକାଂକ୍ଷୀ ଜିଲ୍ଲାର ୩,୯୩୩ ଗ୍ରାମରେ ୪ଜି ମୋବାଇଲ ସେବା ଉପଲବ୍ଧ ହେବ :ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶା ସମେତ ଦେଶର ୫ଟି ରାଜ୍ୟର ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ୪ଜି ମୋବାଇଲ ସେବା ଉପଲବ୍ଧ କରିବା ପାଇଁ ୟୁନିଭର୍ସାଲ ସର୍ଭିସ ଓବଲିଗେସନ ଫଣ୍ଡ୍‌ (ୟୁଏସଓଏଫ) ଅଧୀନରେ ୬,୪୬୬ କୋଟି ଟଙ୍କା କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ
Read More...

ରନ୍ଧନଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜେଡିର ଆନ୍ଦୋଳନ ଡାକରା

ଭୁବନେଶ୍ୱର: ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳର ତିନି ଶାଖା ମହିଳା, ଛାତ୍ର ଓ ଯୁବ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ । ରନ୍ଧନଗ୍ୟାସର ଅହେତୁକ ଦର ବୃଦ୍ଧି ଏବଂ ଉଜ୍ୱଳା ଯୋଜନାର ବିଫଳତା ନେଇ ଦଳ ରାଷ୍ଟ୍ରପତିଙ୍କ ଦୃଷ୍ଟି ଆକର୍ଷଣ କରିବ । ଦଳର ବରିଷ୍ଠ ନେତ୍ରୀ ପ୍ରମିଲା
Read More...

ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି, ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସ ବୁକ୍‌ ଅପ୍‌ଡେଟ୍‌ କରିବାକୁ ମୁଖ୍ୟ ଶାସନ…

ଭୁବନେଶ୍ୱର: ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଚଳିତ ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀମାନଙ୍କର ଇ-ସର୍ଭିସ ବୁକ୍‌ ର ସଦ୍ୟତନକରଣ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ
Read More...

କହୁ କହୁ କହିଦେଲେ…. ମୁହଁ ଆମ୍ବିଳା କଲେଣି ପାଟ୍ଟଶାଣୀ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦଚ ପ୍ରସନ୍ନ ପାଟ୍ଟଶାଣୀ ଏବେ ବିଜେଡି ଉପରେ ମୁହଁ ଆମ୍ବିଳା କଲେଣି । ନିଜର ଲାଳସା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୂରଣ କରିନଥିବାରୁ ତାଙ୍କର ମୁହଁ ଆମ୍ବିଳା ହୋଇଥିବା ତାଙ୍କ କଥାରୁ ବାରି ହୋଇ ପଡିଲାଣି । ବାବା ପାଟ୍ଟଶାଣୀ ଏବେ
Read More...

ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ଦେବଗଡ :ବୁଧବାର ଦେବଗଡ ଜିଲ୍ଲା ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଚଳିତ ୨୦୨୧-୨୨ ବର୍ଷ ପାଇଁ ଖରିଫ ଧାନ ସଂଗ୍ରହ ନେଇ ଆଲୋଚନା କରାଯାଇଥିଲା । ଚଳିତ ବର୍ଷ ଜିଲ୍ଲାର ସମସ୍ତ ତିନୋଟି ବ୍ଲକ ଓ ଦେବଗଡ ପୌର ପରିଷଦ ଅଞ୍ଚଳରେ ୨୯ଟି
Read More...

ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ଦେଲା ବଡ ଦାୟିତ୍ୱ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଏକ ବଡ଼ ଦାୟିତ୍ୱ ଦିଆଯାଇଛି । ଆଇସିସି ପୁରୁଷ କ୍ରିକେଟ୍‌ କମିଟିର ସଭାପତି ଭାବେ ସୌରଭ
Read More...

ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାପାଳ ସମ୍ମିଳନୀ କକ୍ଷ-୧ ଠାରେ ଜିଲ୍ଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଗଜପତି ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠି ବିଗତ ଖରିଫ ଧାନକିଣା ଋତୁରେ ସଫଳ ଭାବରେ ଚାଷୀ ମାନଙ୍କୁ ଠାରୁ ଧାନ
Read More...

ଜିଲ୍ଲାସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳିତ

ପାରଳାଖେମୁଣ୍ଡି : ଜାତୀୟ ଗଣମାଧ୍ୟମ ଦିବସ-୨୦୨୧ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ "କରୋନା ମହାମାରୀରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ' ସମ୍ପର୍କିତ ଜିଲ୍ଲାସ୍ତରୀୟ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ପୁଣି ଖୋଲିଲା କର୍ତାରପୁର ସାହିବ କରିଡର

ନୂଆଦିଲ୍ଲୀ: ଚଳିତ ମାସ ୧୯ ତାରିଖରେ ଶିଖ ଧର୍ମ ଓ ଶିଖ ସମୁଦାୟର ପ୍ରତିଷ୍ଠାତା ଗୁରୁ ନାନକ ଦେବଙ୍କ ଜୟନ୍ତୀ ପୂର୍ବରୁ ଭାରତ ସରକାର କର୍ତାରପୁର ସାହିବ କରିଡର ପୁନର୍ବାର ଖୋଲିଛନ୍ତି । ଏହା ପୂର୍ବରୁ ମଙ୍ଗଳବାର ଏ ସମ୍ପର୍କରେ ଘୋଷଣା କରି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଥିଲେ
Read More...

ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସାଂଘାତିକ, ସ୍କୁଲକଲେଜ ସହ ତାପଜ ଶକ୍ତି ପ୍ରକଳ୍ପ ବନ୍ଦ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଭୟଙ୍କର ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ପରିସ୍ଥିତି ନିୟନ୍ତ୍ରଣ କରିବାକୁ କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରିଛନ୍ତି । ତଦନୁଯାୟୀ ବିଦ୍ୟାଳୟଗୁଡିକୁ ବନ୍ଦ କରିଦିଆଯିବା ସହିତ ଦିଲ୍ଲୀ ମହାନଗର ପରିସୀମା ମଧ୍ୟରେ ରହିଥିବା ତାପଜ ଶକ୍ତି
Read More...