Yearly Archives

2021

ନେତାଜୀଙ୍କ ଝିଅ କହିଲେ,ଗାନ୍ଧୀ ଓ ମୋ ବାପାଙ୍କ ମଧ୍ୟରେ ସୁସମ୍ପର୍କ ନ ଥିଲା

ନୂଆଦିଲ୍ଲୀ: ଗାନ୍ଧୀ ନେତାଜୀଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା କଥା ଉପଲବ୍ଧି କରିଥିବାରୁ ଦୁହିଁଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ନ ଥିଲା। କିନ୍ତୁ, ମୋ ବାପା ଗାନ୍ଧୀଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ବୋଲି ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ କନ୍ୟା ଅନୀତା ବୋଷ୍‌ ଫାଫ୍‌
Read More...

ନ୍ୟୁଜିଲାଣ୍ଡକୁ ଝଟକା, ୱିଲିୟମସନଙ୍କ ପରେ ଏହି ଖେଳାଳି ବି ଟି-୨୦ ସିରଜରୁ ଓହରିଲେ

ଜୟପୁର : ଆଜିଠାରୁ ଭାରତ ବିପକ୍ଷରେ ହେବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍‌ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡର ଦଳ ଆଉ ଏକ ବଡ଼ ଝଟକା ଲାଗିଛି । ଅଧିନାୟକ କେନ୍‌ ୱିଲିୟମସନଙ୍କ ପରେ ଦ୍ରୁତ ବୋଲର କାଇଲ୍‌ ଜାମିସନ ମଧ୍ୟ ଭାରତ ବିପକ୍ଷ ଟି-୨୦ ସିରିଜରୁ ଓହରି ଯାଇଛନ୍ତ । ଆଜି ସନ୍ଧ୍ୟାରେ
Read More...

କୋଭିଡ କଟକଣାରେ ହେବ କୋଣାର୍କ ଉତ୍ସବ

ପୁରୀ : ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି । କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣରେ ଇକୋ
Read More...

ସଡ଼କ ଦୁର୍ଘଟଣାରେ ମହିଳା ଏଏସ୍ଆଇଙ୍କ ମୃତ୍ୟୁ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡିରେ କାର୍ଯ୍ୟରତ ମହିଳା ଏଏସ୍‌ଆଇ ସଂଯୁକ୍ତା ସାହୁଙ୍କ ମଙ୍ଗଳବାର ରାତି ପ୍ରାୟ ୧୦.୩୦ ସମୟରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ମହିଳା ପୁଲିସ କର୍ମଚାରୀଙ୍କ
Read More...

୨୦ରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ
Read More...

ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳନ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସଂଘର ସଭାପତି ସୁଭାଷ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ହୋଇଥିବା ଆୟୋଜନରେ ସଂଘର ସଦସ୍ୟମାନେ ଉପସ୍ଥିତ ରହି ବର୍ତ୍ତମାନ ପରିସ୍ଥିତିକୁ ନେଇ କର୍ମକ୍ଷେତ୍ରରେ
Read More...

ଆଶେସ୍‌ ସିରିଜର ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା

ସିଡନୀ : ଆଶେସ୍ ସିରିଜର ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍ ପାଇଁ ଅଷ୍ର୍ଟ୍ରେଲିଆ ଦଳ ଘୋଷଣା ହୋଇଛି । ଟିମ୍ ପାଏନଙ୍କ ନେତୃତ୍ୱାଧୀନ ଦଳକୁ ଉସମାନ ଖାୱାଜ ପ୍ରତ୍ୟବାର୍ତ୍ତନ କରିଛନ୍ତି । ସେ ତାଙ୍କର ଶେଷ ଟେଷ୍ଟ ୨୦୧୯ରେ ଖେଳିଥିଲେ । ନିକଟରେ କୁଇନ୍ସଲ୍ୟାଣ୍ଡ ପାଇଁ ଚମତ୍କାର ବ୍ୟାଟିଂ କରି ଦଳକୁ
Read More...

ମହାପ୍ରଭୁଙ୍କ ଆଡକିଆ ବେଶ

ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ
Read More...

ଜିଲ୍ଲା ଜଜ୍‌ଙ୍କୁ ଦିଆଗଲା ସମ୍ବର୍ଦ୍ଧନା

ଦଶପଲ୍ଲା :ନୟାଗଡର ଅତିରିକ୍ତ ଜିଲ୍ଲା ଜଜ ତଥା ପୋକ୍‌ସୋ କୋର୍ଟ ବିଚାରପତି ଇତିଶ୍ରୀ ମହାପାତ୍ରଙ୍କୁ ଦଶପଲ୍ଲା ବାର ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ମାନ୍ୟବର ଜକ ଦଶପଲ୍ଲାକୁ କ୍ୟାମ୍ପ କୋର୍ଟ କରିବା ପାଇଁ ପ୍ରଥମେ ଆସିଥିବାରୁ ଦଶପଲ୍ଲା ବାର ପକ୍ଷରୁ ତାଙ୍କୁ ସ୍ୱାଗତ କରା
Read More...

ଚର୍ଚ୍ଚାରେ ଜିତେଶଙ୍କ ବ୍ୟାଟିଂ, ଆଇପିଏଲ ଆକ୍ସନରେ କରିପାରନ୍ତି ଧମାଲ

ନୂଆଦିଲ୍ଲୀ : ଭାରତର ଅନେକ ଖେଳାଳି ସୟଦ ମୁସ୍ତାକ୍‌ ଅଲି ଟ୍ରଫି ୨୦୨୧-୨୨ ରେ ଧମାଲ କରୁଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତର ଅଧିନାୟକତ୍ୱ କରିବାକୁ ଥିବା ରାହାଣେ ମଧ୍ୟ ଏହି ସିଜନରେ ଭଲ ଖେଳ ପ୍ରଦର୍ଶନ କରିଛନ୍ତି । ଏହି ଖେଳାଳିଙ୍କ ବ୍ୟତୀତ ଏଭଳି କେତେକ ଖେଳାଳି ଅଛନ୍ତି
Read More...