Yearly Archives

2021

ଟାକରା ଘାଟିରେ ଅଜଣା ମୃତଦେହ

ଦଶପଲ୍ଲା : ଆଜି ଦିବା ୧୧ଘଟିକା ସମୟରେ ଦଶପଲ୍ଲା ନିକଟସ୍ଥ ଟାକରା ଘାଟିରେ ଏକ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଓ ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ଲେଖାଯିବା ସୁଦ୍ଧା ଦଶପଲ୍ଲା ପୋଲିସ କିମ୍ବା ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି
Read More...

ପକ୍ଷୀମାନବ ଡଃ ସଲିମ୍‌ ଅଲ୍ଲିଙ୍କ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର :ପକ୍ଷୀ ଜଗତର ପ୍ରବାଦ ପୁରୁଷ ପକ୍ଷୀମାନବ ଭାବେ ପରିଚିତ ଡଃ ସଲିମ୍‌ ଅଲ୍ଲିଙ୍କ ଜନ୍ମଦିନ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁରର ନଦୀ ସଂଗମଠାରେ ଜିଲ୍ଲା ପକ୍ଷୀ ସୁରକ୍ଷା ସଂଗଠନ ପକ୍ଷରୁ ବେଣୁଧର ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସହକାରୀ ବନ
Read More...

ଜିଲ୍ଲାସ୍ତରୀୟ ୨୮ ଓ ୨୯ତମ ଜାତୀୟ ପିଲାଙ୍କ ବିଜ୍ଞାନ କଂଗ୍ରେସ ପ୍ରକଳ୍ପ ପ୍ରତିଯୋଗିତା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ୨୮ ଓ ୨୯ ତମ ଜାତୀୟ ପିଲାଙ୍କ କଂଗ୍ରେସ ପ୍ରକଳ୍ପ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ଶ୍ରୀକୃଷ୍ଣଚନ୍ଦ୍ର
Read More...

ବୌଦ୍ଧରେ କଂଗ୍ରେସର ୬ଘଣ୍ଟିଆ ହରତାଳ ପାଳିତ

ବୌଦ୍ଧ,୧୨/୧୧- ମମିତା ମେହେର ହତ୍ୟାକାଣ୍ଡକୁ ନେଇ ଆଜି ରାଜ୍ୟରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ କରିବାକୁ ଥିବାବେଳେ ଗତକାଲି ସନ୍ଧ୍ୟାରେ ମାନ୍ୟବର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ମାନ ଜଣାଇ ବୌଦ୍ଧରେ ୬ ଘଣ୍ଟିଆ ହରତାଳ ପାଳନ କରାଯାଇଛି । ଶାନ୍ତିପୂର୍ଣ୍ଣ ଭାବେ କେବଳ ହରତାଳ
Read More...

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବାକୁ ଦୁଇ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା ଆଜି ହୋଇଛି । ଅଲ ଇଣ୍ଡିଆ ସିନିୟର ଚୟନ କମିଟି ୧୬ ଜଣିଆ ଦଳ ଘୋଷଣା କରିଛି । ଉଭୟ ଟେଷ୍ଟ ମ୍ୟାଚରୁ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିବାବେଳେ ଅଜିଙ୍କ୍ୟ
Read More...

ଅଁଳା ନବମୀରେ ଖାଣ୍ଟି ଓଡିଆଣି ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା

ପୁରୀ : ଆଜି ପବିତ୍ର ଅଁଳା ନବମୀ । ପବିତ୍ର ରାଧା ପାଦ ଦର୍ଶନ । ସାକ୍ଷୀଗୋପାଳ ଶ୍ରୀ ଶ୍ରୀ ଗୋପିନାଥ ଦେବ ମନ୍ଦିରରେ ସମ୍ବଲପୁରୀ ଶାଢୀ ପରିଧାନ କରି ଖାଣ୍ଟି ଓଡିଆଣି ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ଏହି ପବିତ୍ର ତିଥିରେ ସାକ୍ଷୀଗୋପାଳ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ ।
Read More...

ଅଗ୍ନିକାଣ୍ଡରେ ଦୁଇ ଘର ଭସ୍ମିଭୂତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଜୟପୁର ଗ୍ରାମ ନୁଆସାହିରେ ଗତକାଲି ସନ୍ଧ୍ୟାରେ ଅଗ୍ନିକାଣ୍ଡ ହୋଇଥିବା ଦେଖିବାକୁ ମିଳିଛି । ଅଗ୍ନିକାଣ୍ଡରେ ଦୁଇଟି ଚାଳ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ସଟସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଗ୍ରାମର ନିଗମ ଭଞ୍ଜ ଓ
Read More...

ଇଂରାଜୀରେ ଏମ୍‌ଏ ତଥାପି ମିଳିଲାନି ଚାକିରି, ଯୁବତୀ ଖୋଲିଲେ ଚା ଦୋକାନ

କୋଲକତା : କୋଲକାତାର ଟୁକଟୁକି ଦାସଙ୍କ ପିତାମାତା ତାଙ୍କୁ ସବୁବେଳେ ତାଙ୍କୁ କହୁଥିଲେ ଯଦି ସେ ଯଥେଷ୍ଟ ପରିଶ୍ରମ କରନ୍ତି ତେବେ ସେ ଆକାଶକୁ ସ୍ପର୍ଶ କରିପାରିବେ । ସେମାନେ ଚାହୁଁଥିଲେ ତାଙ୍କ ଝିଅ ଶିକ୍ଷକ ହୁଅନ୍ତୁ । ସତକୁ ସତ ତାଙ୍କ ଝିଅ ମଧ୍ୟ କଠିନ ପରିଶ୍ରମ କରି ଅଧ୍ୟୟନ କରିଥିଲେ ଓ
Read More...

ବାଲିଗୁଡାରେ ପଡିନି “ଓଡିଶା ବନ୍ଦ’ର ପ୍ରଭାବ

ଫୁଲବାଣୀ : ମମିତା ହତ୍ୟା ଘଟଣାକୁ ନେଇ ଆଜି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ବନ୍ଦ ପାଳନ ହେଉଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଏହାର ପ୍ରଭାବ ପଡ଼ିନାହିଁ । ସହରର
Read More...

ଚେତାଶୂନ୍ୟ ବ୍ୟକ୍ତିଙ୍କୁ କାନ୍ଧରେ ଉଠାଇ ଚିକିତ୍ସା ପାଇଁ ପଠାଇଲେ ମହିଳା ପୁଲିସ, ଭାଇରାଲ ହେଉଛି ଭିଡିଓ

ଚେନ୍ନାଇ : ଗତ କିଛି ଦିନ ହେଲା ତାମିଲନାଡୁରେ ବର୍ଷା ତାଣ୍ଡବ ରଚିଛି । ଏହି ସମୟରେ ଜଣେ ମହିଳା ପୋଲିସଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ପୋଲିସ ଇନ୍ସପେକ୍ଟର ରାଜେଶ୍ୱରୀ ଜଣେ ବ୍ୟକ୍ତିଙ୍କୁ କାନ୍ଧରେ ଉଠାଇ ଦୌଡୁଛନ୍ତି । ବେହସ ହୋଇଥିବା ଏହି ବ୍ୟକ୍ତି ଜଣଙ୍କୁ ତୁରନ୍ତ
Read More...