Yearly Archives

2021

ଆଶ୍ରା ବରିଷ୍ଠ ନାଗରିକ ଗୃହରେ ଦୀପାବଳି ଉତ୍ସବ ପାଳନ

ଗଜପତି,୫/୧୧- ଗଜପତି ଜିଲ୍ଲା ଅଗ୍ରଣୀ ଆକାଂକ୍ଷା ମହିଳା ସଂଗଠନ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ସୁପୁତ୍ର ଅନୁଷ୍ଠାନ ଦ୍ୱାରା ଚାଲିଥିବା ଆଶ୍ରା ବରିଷ୍ଠ ନାଗରିକ ଗୃହରେ ଦୀପାବଳି ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପରିବାରର ସ୍ନେହ ମମତାରୁ ବଞ୍ଚିତ ହୋଇ ୨୫ ଜଣ ଅନ୍ତେବାସୀ ଏହି ଗୃହରେ
Read More...

କ୍ରିଏଟିଭ ଆର୍ଟସ ପକ୍ଷରୁ ସଂସ୍କୃତି ଭବନ ଓ ସଂସ୍କୃତି ଅଧିକାରୀ ଯୋଗାଇବା ନିମନ୍ତେ ଅନୁରୋଧ

ଗଜପତି ୦୫।୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସଂସ୍କୃତି ବିଭାଗର ଶାସନ ସଚିବ ଓ ନିର୍ଦ୍ଦେଶକ ଆଜି ଗଜପତି ଗସ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ କ୍ରିଏଟିଭ ଆର୍ଟସ ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଏକ ସଂସ୍କୃତି ଭବନ ଓ ସଂସ୍କୃତି ଅଧିକାରୀ ସକାଶେ ସଂସ୍କୃତି
Read More...

ପଦ୍ମ ଛାଡିଲେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ; ପାର୍ଟି ନୁହେଁ ବାଛିଲେ ମାଟି

ବଲାଙ୍ଗୀର ୦୫।୧୧ : ବଲାଙ୍ଗୀର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ତଥା ବରିଷ୍ଠ ବିଜେପି ନେତା ଛାଡିଲେ ଦଳ । ବିଜେପି ରାଜ୍ୟ ସଭାପତି ସମିର ମହାନ୍ତି ଓ ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ପାଖକୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ମହାରାଣି ସାସଂଦ ସଙ୍ଗୀତା ସିଂହଦେଓ ଓ ବିଜେପି ରାଜା
Read More...

୫ ଲକ୍ଷ ଟଙ୍କାର ବେଆଇନ ବାଣ ଜବତ

କଟକ ୦୫।୧୧ : କଟକ ବାଦାମବାଡ଼ି ଥାନା ପୋଲିସ ଚଢ଼ାଉ କରି ଜବତ କଲା ୫ ଲକ୍ଷ ଟଙ୍କାର ବେଆଇନ ବାଣ । ଆଜି ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଖାନନଗର ଅଞ୍ଚଳରେ ରହୁଥିବା ସଂଗ୍ରାମ ବେହେରାଙ୍କ ଘରେ ଚଢ଼ାଉ କରିଥିଲେ । ଏହି ସମୟରେ ତାଙ୍କ ନିକଟରୁ ବିପୁଳ ପରିମାଣର ବାଣ ଜବତ ହୋଇଛି ।
Read More...

ମମିତା ମେହେର ହତ୍ୟାକାଣ୍ଡ; ପୁରୀରେ ବିଜେପି ପକ୍ଷରୁ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୀ ୦୫।୧୧ : ବଲାଙ୍ଗୀରର ଶିକ୍ଷୟିତ୍ରୀ ମମିତା ମେହେର ଆତ୍ମାଶାନ୍ତି ନିମନ୍ତେ ପୁରୀରେ ବିଜେପି ପକ୍ଷରୁ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ଦାଣ୍ଡର ମାଉସୀ ମା ମନ୍ଦିର ନିକଟରେ ଏହି କାର୍ଯ୍ୟକ୍ରମରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ବରିଷ୍ଠ ବିଜେପି ନେତା
Read More...

ଜାଭେଲିନ ଥ୍ରୋ ଖେଳାଳିଙ୍କୁ ସମ୍ବର୍ଦ୍ଧନା

ପୁରୀ ୦୫।୧୧ : ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଜାଭେଲିନ ଥ୍ରୋ ଖେଳାଳି ବ୍ରହ୍ମଗିରିର ଶ୍ରୀ କିଶୋର କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଗତ ମାସ ଅକ୍ଟୋବର ୨୩ ଓ ୨୪ ତାରିଖରେ ନୂଆଦିଲ୍ଲୀ ସ୍ଥିତ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ସର୍ବଭାରତୀୟ ଓପେନ ଆଥେଲେଟିକ ମିଟ୍-୨୦୨୧ରେ ସେ
Read More...

ଦୀପାବଳି ଅବସରରେ ବହୁଭାଷୀ କବିତା ପାଠ

ଦଶପଲ୍ଲା ୦୫।୧୧ : ଦୀପାବଳିର ପୂଣ୍ୟ ଅବସରରେ ଅନୁଷ୍ଠିତ ହୋଇଛି ଚର୍ଚ୍ଚିତ ଅନ୍ତର୍ଜାତୀୟ ବହୁଭାଷୀ କବିତା ଆସର । ବାଲିସାଇ ,ପୂର୍ବ ମେଦିନିପୁରରୁ ପ୍ରକାଶିତ ଅନ-ଲାଇନ ପତ୍ରିକା 'ଶ୍ରେୟସୀ' ପକ୍ଷରୁ ଆୟୋଜିତ ଏହି ଅନୁଷ୍ଠାନରେ ବହୁଭାଷୀ କବିମାନଙ୍କ ସମାଗମ ହୋଇଥିଲା । ପ୍ରତିବେଶୀ ଦେଶ
Read More...

ଗାଡି ସହ ଚୋରାକାଠ ଜବତ୍, ଜଣେ ଗିରଫ୍

ଦଶପଲ୍ଲା ୦୫।୧୧ : ଦଶପଲ୍ଲା ବନବିଭାଗକୁ ଗତକାଲି ଏକ ବଡ଼ଧରଣର ସଫଳତା ମିଳିଛି । ବନାଞ୍ଚଳ ଅଧିକାରୀ ନିଖିଲ୍ଲେଶ ମଲ୍ଲିକଙ୍କ ନିର୍ଦ୍ଦେଶକ୍ରମେ ପୋଖରୀଗୋଛା ଫରେଷ୍ଟର ଶୁଭେନ୍ଦୁ ନାୟକଙ୍କ ନେତ୍ରୁତ୍ଵରେ ବନବିଭାଗ ଟିମ୍ ଚଢାଉ କରି ସୁନାଦେଇ ଠାକୁରାଣୀ ମନ୍ଦିର ନିକଟରୁ ଲକ୍ଷାଧିକ ଟଙ୍କା ମୂଲ୍ୟର
Read More...

ସତ୍ୟସାଇ ସେବା ସମିତି ତରଫରୁ ବାଳାଶ୍ରମରେ ଦୀପାବଳି ପାଳିତ

ଫୁଲବାଣୀ ୦୫।୧୧ : ଶ୍ରୀ ସତ୍ୟସାଇ ସେବା ସମିତି ଫୁଲବାଣୀ ତରଫରୁ ସ୍ଥାନୀୟ ଗୋପବନ୍ଧୁ ବାଳାଶ୍ରମରେ ଦୀପାବଳି ଉତ୍ସବ ପାଳନ ଏକ ନିଆରା ଢଙ୍ଗରେ କରାଯାଇଛି। ସମସ୍ତ ୫୦ ଜଣ ଅନ୍ତେବାସୀଙ୍କୁ ସମିତି ପକ୍ଷରୁ ମିଠା ଓ ବିସ୍କୁଟ ବଣ୍ଟନ କରାଯିବା ସହିତ ସାବୁନ୍ ଓ ପାଣିରେ ହାତ ଧୋଇବାର ଗୁରୁତ୍ୱ
Read More...

କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର ୦୫।୧୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା। । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି ।
Read More...