୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି । ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ଜିଲ୍ଲା ଗୁଡିକ!-->…
Read More...
Read More...