ଗଜପତି ଆନୁକୁଲ୍ୟରେ ସ୍ଥାନୀୟ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆନ୍ତର୍ଜାତିକ କନ୍ୟା ଦିବସ ପାଳନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଏକ କନ୍ୟା ସନ୍ତାନ ସଚେତନତା କର୍ମଶାଳା ଏବଂ ଆଲୋଚନା ଚକ୍ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ!-->…
Read More...
Read More...