ଏହି ଜିଲ୍ଲାଗୁଡ଼ିକରେ ହେବ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ଆଗାମୀ କିଛି ଦିନ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶା, ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ତେବେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ!-->…
Read More...
Read More...