Yearly Archives

2021

ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ଉଦଘାଟିତ

ବୌଦ୍ଧ,୩୦/୯- ଜିଲ୍ଲା ସଂଗ୍ରହାଳୟରେ ଠାରେ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ବବିତାରାଣୀ ଦଳବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର
Read More...

ଅକ୍ଟୋବର ୧ରୁ ଦିଲ୍ଳୀରେ ସମସ୍ତ ବେସରକାରୀ ମଦ ଦେକାନ ବନ୍ଦ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ନୂଆ ଅବକାରୀ ନୀତି ଲାଗୁ ହେବା ପରେ ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୧ ତାରିଖ ଠାରୁ ସମସ୍ତ ବେସରକାରୀ ମଦ ଦୋକାନ ଗୁଡ଼ିକ ବନ୍ଦ ରହିବ। ଦିଲ୍ଲୀ ସରକାରଙ୍କ ନୂଆ ଅବକାରୀ ନୀତି ଅନୁସାରେ ୨୬୬ ବେସରକାରୀ ମଦ ଦୋକାନ ସହିତ ସମସ୍ତ ଦୋକାନକୁ ଟେଣ୍ଡର
Read More...

‘ଭୁଲ୍ ଭୁଲେୟା-୨’ର ଫାଷ୍ଟ ଟିଜର୍ ରିଲିଜ୍‌

ମୁମ୍ବାଇ : ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ପରେ ସରକାର କୋଭିଡ କଟକଣାକୁ କୋହଳ କରିଛନ୍ତି । ମହାରାଷ୍ଟ୍ରରେ ସିନେମା ହଲ ଖୋଲିବାକୁ ସରକାର ଘୋଷଣା କରିଛନ୍ତି । ଏନେଇ ଚଳଚ୍ଚିତ୍ର ନିର୍ମାତା ଏବଂ ଅଭିନେତାମାନେ ଖୁବ ଖୁସି ହେବା ସହିତ ଫିଲ୍ମ ରିଲିଜ୍‌କୁ ନେଇ ଆଗ୍ରହ ରଖିଛନ୍ତି
Read More...

ଓଡିଶା ହାଇକୋର୍ଟର ୪ ନୂଆ ଜଜ୍‌

ନୂଆଦିଲ୍ଲୀ: ସେପ୍ଟେମ୍ବର ୨୯ରେ ଅନୁଷ୍ଠିତ ବୈଠକରେ ‘ସୁପ୍ରିମ୍‌ କୋର୍ଟ କଲିଜିୟମ୍‌’ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଁ ପ୍ରସ୍ତାବିତ ବ୍ୟକ୍ତିମାନଙ୍କ ତାଲିକାକୁ ଅନୁମୋଦନ କରିଥିବା କଥା ସର୍ବୋଚ୍ଚ ନ୍ୟାୟାଳୟଙ୍କଦ୍ବାରା ଜାରି ‌ହୋଇଥିବା ବିବୃତିରୁ ଜଣାପଡ଼ିଛି। ଓଡ଼ିଶା ହାଇକୋର୍ଟରେ
Read More...

୪୫ ଓଏଏସଙ୍କ ସମେତ ୩୧ ବିଡିଓଙ୍କ ବଦଳି

ଭୁବନେଶ୍ୱର:ରାଜ୍ୟ ସରକାର ଆଜି ୩୧ଜଣ ବିଡିଓଙ୍କ ସମେତ ମୋଟ ୪୫ଜଣ ଓଏଏସ ଅଫିସରଙ୍କ ବଦଳି କରିଛନ୍ତି। ପଂଚାୟତିରାଜ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତିରେ ଏହି ୪୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି।ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି
Read More...

ନଦୀକୁ ଖସିଲା ବସ୍ :୬ ମୃତ, ୨୧ ଗୁରୁତର

ଶିଲଂ :  ନଦୀରେ ଖସିଲା ବସ୍ । ୬ ଯାତ୍ରୀ ପ୍ରାଣ ହରାଇବା ସହ ୨୧ ଜଣ ଗୁରୁତର ହୋଇଛନ୍ତି । ଏନେଇ ମେଘାଳୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।ସୂଚନାନୁସାରେ. ବସଟି ଯାତ୍ରୀଙ୍କୁ ନେଇ ତୁରାରୁ ଶିଲଂ ଅଭିମୁଖେ ଯାଉଥିଲା । ତେବେ ନୋଙ୍ଗଚରମରେ ରିଙ୍ଗଡି ନଦୀ ପାର୍ ବେଳେ ଏହା ନିୟନ୍ତ୍ରଣ ହରାଇ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ସଇଁନ୍ତଳା ଥାନା ଏନଏଚ୍ ୨୬ରେ ଲୁହୁରାପାଲି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଡାଲା ଅଟୋକୁ ଧକ୍କା ଦେଲା ଟ୍ରକ୍ । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସ୍ଥାନୀୟ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ
Read More...

ରାଜ୍ୟରେ ପୁଣି ୬୦୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୬ ହଜାର ୪୭୬ ଜଣ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା
Read More...

ଦାରିଙ୍ଗବାଡିରେ କଂଗ୍ରେସର ରୁଦ୍ଧଦ୍ୱାର ବୈଠକ

ଦାରିଙ୍ଗବାଡି : ଆଗାମୀ ୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡ଼ି ଠାରେ ବ୍ଲକ କଂଗ୍ରେସର ଏକ ରୂଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ରୁଦ୍ଧଦ୍ୱାର ବୈଠକରେ ମୁଖ୍ୟ ଅତିଥି ଭାବରେ ଅମୀରଚାନ୍ଦ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ବ୍ଲକ
Read More...

ଡ୍ରେନେଜ ବ୍ୟବସ୍ଥା ଦାବିରେ ପ୍ରତିବାଦ ଜଣାଇଲେ ଅଞ୍ଚଳବାସୀ

ଗଞ୍ଜାମ :ଗୋପାଳପୁର ନିର୍ବାଚନ ମଣ୍ଡଳୀ କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଲୋଚାପଡା ବଡ଼ ସାହିର ଗୌର ସାହୁ ଛକର ମୁଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା । ରାସ୍ତା ନିର୍ମାଣ ଓ ଡ୍ରେନେଜ ବ୍ୟବସ୍ଥା ନିମନ୍ତେ ଦୀର୍ଘ ଦିନ ଧରି ଅଭିଯୋଗ ହେଉଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନର ଦୃଷ୍ଟି ନପଡିବା ଘୋର
Read More...