କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର
ଚଣ୍ଡିଖୋଲ: ଯାଜପୁର ଜିଲ୍ଲା ବଡଚଣା ଥାନା ଅନ୍ତର୍ଗତ ଶାସନ ପୁରୁଷୋତ୍ତମପୁର ହାଇ ଲେବଲ କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ଧାନମଣ୍ଡଳ ଅଞ୍ଚଳର ରାମ ପଣ୍ଡାଙ୍କ ଝିଅ ରୀନା ରାଣୀ ପଣ୍ଡା । ଯୁୂବତୀ ଜଣକ ତିନି ଦିନହେବ ନିଖୋଜ ଥିବାବେଳେ ଏ ନେଇ ପରିବାର ଲୋକଙ୍କ ପକ୍ଷରୁ!-->…
Read More...
Read More...