ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ
ପୁରୀ,୨୩/୯- ଜିଲ୍ଲା ସ୍ୱଳ୍ପ ସଞ୍ଚୟ ସଂଗଠନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ । ସ୍ୱଳ୍ପ ସଞ୍ଚୟ ଉପ ବିଭାଗ ଉପ ଶାସନ ସଚିବ!-->…
Read More...
Read More...