ପିଡବ୍ଲୁଡି ଆଇ ବି ଠାରେ ବିଜେଡିର ବୈଠକ
ପାରଳାଖେମୁଣ୍ଡି,୨୩/୯- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଚଡଊ ଆଇ.ବି ଠାରେ ଗଜପତି ଜିଲ୍ଲା ବିଜେଡି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ସଭାପତିତ୍ୱ କରିଥିଲେ । ବୈଠକରେ ଆଗାମୀ ଦିନରେ ହେବାକୁ ଥିବା!-->…
Read More...
Read More...