ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜିତ ସିଂ
ପଞ୍ଜାବ କଂଗ୍ରେସରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଦଳିତ ନେତା ଚରଣଜିତ ସିଂ ଚାନ୍ନି ସୋମବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଧ୍ୟ ଚାନୀଙ୍କ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଥିଲେ । ଚାନ୍ନିଙ୍କ ବ୍ୟତୀତ ସୁଖଜିନ୍ଦର ସିଂ!-->…
Read More...
Read More...