ବୌଦ୍ଧଜ଼ିଲ୍ଲା ପ୍ରଶାସନ ପକ୍ଷରୁ ମଧୁବାବୁ ପେନସନ ଓ ଆଶୀର୍ବାଦ ଯୋଜନାର ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ
ବୌଦ୍ଧ,୧୮/୯- ଆଜି ବୌଦ୍ଧଜ଼ିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଟାଉନହଲ ଠାରେ ମଧୁବାବୁ ପେନସନ ଯୋଜନାରେ ୨୬ ଜଣ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ଓ ଆଶୀର୍ବାଦ ଯୋଜନା ବୌଦ୍ଧ ସଦର ମହକୁମାର ୨୨ ଜଣ ଅନାଥ ଶିଶୁଙ୍କୁ ୧୫୦୦ ଟଙ୍କା ଲେଖାଏଁ ଅନଲାଇନରେ ସହାୟତା ପ୍ରଦାନ କରାଯାଇଛି ।!-->…
Read More...
Read More...