ପୁଣି ଲଘୁଚାପ, ୪ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର : ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ପୂର୍ବ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଯାହାକି ୧୧ରେ ଲଘୁଚାପରେ ପରିଣତ ହୋଇ ୧୩ କିମ୍ବା ୧୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ପଶ୍ଚିମ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ୧୦ରୁ ୧୪!-->…
Read More...
Read More...