ରେଢାଖୋଲ ଅଞ୍ଚଳରେ ଚାଞ୍ଚଲ୍ୟ : ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା, ୩ନାବଳକ ସମେତ ୪ ଅଟକ
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲ ଅଞ୍ଚଳରେ ଆଜି ଏକ ହତ୍ୟାକାଣ୍ଡକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି । ରେଢାଖୋଲ ଥାନା ଅନ୍ତର୍ଗତ ଲଇଣ୍ଡାମାଲ ଗାଁରେ ପୂର୍ବ ବିବାଦକୁ ନେଇ ଜଣେ ବିଧବା ମହିଳାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବାର ଖବର ମିଳିଛି । ପ୍ରଥମେ ମହିଳାଙ୍କୁ ପନିକିରେ ଅକ୍ରମଣ!-->…
Read More...
Read More...