ନିରଜ ଚୋପ୍ରାଙ୍କୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା
ପୁରୀ,୭/୮- ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଜାଭଲିନ ଥ୍ରୋ ଖେଳାଳି ନିରଜ ଚୋପ୍ରାଙ୍କୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି । ସେ ତାଙ୍କ ବାଲୁକା କଳା ମାଧ୍ୟମରେ ଖେଳାଳି ନିରଜ ଚୋପ୍ରା ଅଲଂପିକରେ ଗୋଲ୍ଡ ମେଡାଲ ଜିତି ଇତିହାସ ରଚିଥିବାରୁ ତାଙ୍କର ବାଲୁକା କଳା!-->…
Read More...
Read More...