ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଦଳ, ୪୧ ବର୍ଷ ପରେ ଅଲିମ୍ପିକ୍ସ ପଦକ ଜିତିଲା
ନୂଆଦିଲ୍ଲୀ : ଅଲିମ୍ପିକରେ ଇତିହାସ ରଚିଛି ଭାରତ । ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକରେ ପଦକ ପାଇଛି ଟିମ୍ ଇଣ୍ଡିଆ । ଶକ୍ତିଶାଳୀ ଜର୍ମାନୀକୁ ୫-୪ ଗୋଲରେ ହରାଇ ଭାରତୀୟ ହକି ଦଳ ପଦକ ବିଜୟୀ ହୋଇଛି ।
ଏହି ହାଇଭୋଲଟେଜ୍ ମୁକାବିଲାରେ ଟିମ୍ ଇଣ୍ଡିଆ ସେତେଟା ଭଲ ଆରମ୍ଭ କରିନଥିଲା । କିନ୍ତୁ!-->!-->!-->…
Read More...
Read More...