ଛାତ୍ର ବିଜେଡି ସଭାପତିଙ୍କ ଦ୍ୱାରା ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ମାସ୍କ ବଣ୍ଟନ ସହ ସଚେତନତା
ଫୁଲବାଣୀ,୨୬/୭ - ରାଜ୍ୟସରକାରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ଗାଇଡ଼ଲାଇନ ଅନୁଯାୟୀ ସୋମବାର ସକାଳ ୧୦ଟାରୁ ଦିନ ଗୋଟାଏ ତିରିଶ ପର୍ଯ୍ୟନ୍ତ କ୍ଳାସ ଚାଲିବ । ସ୍କୁଲକୁ ପ୍ରବେଶ ସମୟରେ ଥର୍ମାଲ ସ୍କ୍ରିନିଂ କରି ପିଲାଙ୍କୁ ଛଡ଼ାଯିବ । ଏହି ସବୁ ଜାଣିବା ପରେ ଆଜି କନ୍ଧମାଳ ଜିଲ୍ଲା ଛାତ୍ର ବିଜେଡି!-->…
Read More...
Read More...